Advertisements
Sunday, May 31, 2020
Home Government News ବଢୁଛି ମାଓବାଦୀ ହିଂସା ବଳିପଡୁଛନ୍ତି ସାଧରଣ ନାଗରିକ

ବଢୁଛି ମାଓବାଦୀ ହିଂସା ବଳିପଡୁଛନ୍ତି ସାଧରଣ ନାଗରିକ

ମାଲକାନଗିରି ଜିଲ୍ଲା ପ୍ରତିନିଧି (ଅସୀମ କୁମାର ବିଶ୍ୱାସ): ମାଲକାନଗିରି ଜିଲ୍ଲାରେ ଗତକାଲି ସକାଳୁ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି ମାଓବାଦୀ ।

ମାଓବାଦୀ ମାନେ ମାଥିଲି ଥାନା ସେରାଗୁଡା ନିକଟ କୁକୁର କୁଣ୍ଡ ଠାରେ ଏହି ବର୍ବର କାଣ୍ଡ ଘଟାଇଛନ୍ତି। ସେଠାରେ ଚାଲିଥିବା ରାସ୍ତାକାମକୁ ମାଓବାଦୀମାନେ ବିରୋଧ କରିବା ସହ ରାସ୍ତା କାମରେ ନିୟୋଜିତ ଥିବା ଠିକାଦାରଙ୍କ ସମ୍ପର୍କୀୟଙ୍କୁ ତଣ୍ଟି କାଟି ହତ୍ୟା କରିଛନ୍ତି । ଏ ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳ ନିକଟରୁ ପୋଲିସ ଲାଲ୍ ବାହିନୀର ଧମକପୂର୍ଣ୍ଣ ଚିଠି ମଧ୍ୟ ଜବତ କରିଛି । ଦକ୍ଷିଣ ବସ୍ତର ମାଓ ସଂଗଠନ ପକ୍ଷରୁ ଏହି କାଣ୍ଡ କରାଯାଇଥିବା ଅନୁମାନ କରାଯାଉଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜିଲା ବିଜେଡି ସଭାପତି ଓ ହସ୍ତତନ୍ତ ମନ୍ତ୍ରୀଙ୍କ ସହ ପଟାଙ୍ଗି ଓ କୋରାପୁଟ,ଲୋଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ବନ୍ଧୁଗାଁ ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୨୭:୫:୨୦): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକ ଠାରେ ରହିଥିବା କରନା ଭାଇରସ ରୋଗ ବିଷୟରେ ଅଞ୍ଚଳରେ ତଦାରଖ ଓ ସମୀକ୍ଷା କରିବା...

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ...

ବୁକୁରାମୁଣ୍ଡା ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ...

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ...

Recent Comments

%d bloggers like this: