Advertisements
Tuesday, June 2, 2020
Home headline ସାରଙ୍ଗଗଡ଼ ଠାରେ ପ୍ରବଳ ପବନ ସହ କୁଆପଥର ବର୍ଷା

ସାରଙ୍ଗଗଡ଼ ଠାରେ ପ୍ରବଳ ପବନ ସହ କୁଆପଥର ବର୍ଷା

ରାଇକିଆ (ଜଗଦୀଶ ଦାସ): କନ୍ଧମାଳ ଜିଲ୍ଲା ସାରଙ୍ଗଗଡ଼ ଠାରେ ଆଜି ପ୍ରବଳ ପବନ ସହ କୁଆପଥର ବର୍ଷା ହୋଇଥିଲା |

ବର୍ଷା ଘଡ ଘଡି ସହ କୁଆପଥର ପଡିବା ଫଳରେ ରାସ୍ତା ଘାଟ ପୁରା ଶୂନଶାନ ହୋଇଯାଇଥିଲା | ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା | ଏହି ବର୍ଷା ପ୍ରାୟ ୨ଘଣ୍ଟା ରୁ ଉର୍ଦ୍ଧ ହେବ ଲାଗିରହିଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାୟଗଡା ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୨/୦୬): ରାୟଗଡା ଜିଲ୍ଲାରେ ଲକଡାଉନ ର ସୁଯୋଗ ନେଇ ଚରାମଦ କାରବାର ବୃଦ୍ଧି ପାଉଥିବା ଖବର ଜାଣି ଜିଲ୍ଲାପାଳ,ରାୟଗଡା ଏବଂ...

ଶ୍ରଦ୍ଧା ଶ୍ରୀକ୍ଷେତ୍ର ଶ୍ରୀଜିଉଙ୍କ ସ୍ନାନଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୧/୦୬): କରୋନାର କାରୁଣ୍ୟ ପ୍ରକୋପର କରୁଣ ପରିଣତି ସବୁକିଛି ବନ୍ଦ ପଡିଥିବାବେଳେ, ସେଥିରୁ ବାଦ ପଡିନି ଦେବାଳୟ ମଧ୍ୟ l...

କ୍ବାରେଣ୍ଟାଇନ ଛାଡିଲେ ୨୪ ଶ୍ରମିକ, ଝାରବନ୍ଧ

ରିପୋର୍ଟ: ଦିଲୀପ ଦାସ //ଝାରବନ୍ଧ(୦୨/୦୬): ଝାରବନ୍ଧ ବ୍ଲକ ଝାରବନ୍ଧ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪ ଜଣ ଶ୍ରମିକ ନିଜ ଘରକୁ ଯାଇଛନ୍ତି । ନିଜର ଆର୍ଥିକସ୍ଥିତି ସୁଦୃଢ କରିବା ପାଇଁ...

Recent Comments

%d bloggers like this: