Friday, March 29, 2024

Top 5 This Week

Related Posts

ଗୋଷାଣୀ ବ୍ଲକ ରେ ସ୍ୱାସ୍ଥ୍ୟ ମେଳା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୧୯/୦୪) : ଆଜି ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକ ଠାରେ ଏକ ସ୍ୱାସ୍ଥ୍ୟ ମେଳା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିର କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି. ତିରୁପତି ରାଓ ଉଦ୍ ଘାଟନ କରିଥିଲେ । ଏହି ଶିବିର ରେ ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଶ୍ରୀ ବିର ରାଜୁ, ବ୍ଲକ ଉପାଧ୍ୟକ୍ଷ, ଗଜପତି ରାଓ ବ୍ଲକ ର ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିଲେ । ବ୍ଲକ ର ବହୁ ଜଣ ସାଧାରଣ ମଧ୍ୟ ଏହି ସ୍ୱାସ୍ଥ୍ୟ ମେଳା ଓ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ ।

ବ୍ଲକ ର ସମସ୍ତ କର୍ମଚାରୀ ଙ୍କ ସହଯୋଗ ରେ ଏହି କାର୍ଯ୍ୟକ୍ରମ ହୋଇଥିଲା । ଗଜପତି ଜିଲ୍ଲା ର ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମଧ୍ୟ ଏହି ଜନ ଅଭିଯୋଗ ଶୁଣାଣି ରେ ଉପସ୍ଥିତ ଥିଲେ ।

Popular Articles