ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୪ ଜନ୍ମଦିନ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ

0
186
ଉତ୍କଳ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୨୯/୦୪) : ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୪ ତମ ଜନ୍ମ ଜୟନ୍ତୀ ଅବସରରେ ବୌଦ୍ଧ ନୁଆସାହି ଛକ ଠାରେ ମାନ୍ୟବର ମନ୍ତ୍ରୀ, ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ମଲ୍ଲିକ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମଧୁବାବୁ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ lWhatsApp Image 2022 04 29 at 7.39.32 AM ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୪ ଜନ୍ମଦିନ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ

ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ବୌଦ୍ଧ -ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ, ଜ଼ିଲ୍ଲାପାଳ-ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଜ଼ିଲ୍ଲାପାଳ -ବବିତା ରାଣୀ ଦଳବେହେରା, ଏମ. ପି. ଙ୍କ ନୋମିନି ତାରେଣି ମହାପାତ୍ର, ନଗରପାଳ- ଶ୍ରୀଯୁକ୍ତ ମୃତୁଞ୍ଜୟ ମିଶ୍ର, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ -ରିତାକାନ୍ତି ବଳିୟାର ସିଂହ, ପୂର୍ତ୍ତ ବିଭାଗ ର ସମସ୍ତ ଯନ୍ତ୍ରୀ, ବାର ସଙ୍ଘ ର କର୍ମକର୍ତ୍ତା, ସାହିତ୍ୟିକ ନୀଳ ଲୋହିତ ମହାପାତ୍ର, ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁ, ସ୍ଥପତି ସୁମନ ଷଡ଼ଙ୍ଗୀ, ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ମାନେ ବହୁ ସଂଖ୍ୟା ରେ ଉପସ୍ଥିତ ଥିଲେ l