Related Contents

ଓଡ଼ିଶା ଏହି ଚାରି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡିଶା ନ୍ୟୁଜ୨୪): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ଅଛି।

ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଅନୁଯାୟୀ କନ୍ଧମାଳ, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅପରାହ୍ନ ୩ଟା ୩୦ ମିନିଟରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comments are closed.