Advertisements
Tuesday, June 2, 2020
Home Cultural & Festival ବୈପାରୀଗୁଡା ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ ପାଳିତ

ବୈପାରୀଗୁଡା ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ ପାଳିତ

ବୈପାରୀଗୁଡା(ଏନ.ସନ୍ତୋଷ): ବୈପାରୀଗୁଡା ସ୍ଥିତ ହନୁମାନ ମନ୍ଦିର ଓ ହନୁମାନ ବଟିକା ସହ ବିଭିନ୍ନ ସ୍ଥାନରେ ଆଜି ହନୁମାନ ଜୟନ୍ତୀ ତଥା ଓଡ଼ିଆ ନବବର୍ଷ ବହୁ ଆଡମ୍ବରରେ ପାଳିତ ହୋଇଛି |

ମନ୍ଦିର ଗୁଡି଼କର ହନୁମାନ ପ୍ରତିକକୁ ପୂଜାର୍ଚ୍ଚନା ସହ ହନୁମାନ ଚାଳିଶ ପଠନ କରାଯାଇଥିବା ଦେଖିବାକୁ ମିଳିଛି | କମିଟି ତରଫରୁ ଭକ୍ତମାନଙ୍କୁ ଭୋଜନ ବ୍ୟବସ୍ଥା ମଧ୍ୟ କରାଯାଇଥିବା ବେଳେ ଗ୍ରାମର ଛୋଟ ବଡ଼ ସମସ୍ତଙ୍କ ଭିଡ଼ ମନ୍ଦିର ଗୁଡିକରେ ଦେଖବାକୁ ମିଳିଥିଲା | ବିଭିନ୍ନ ଗ୍ରାମର କୀର୍ତ୍ତନ ଦଳ ସହ ଗ୍ରାମବାସୀ ଠାକୁରଙ୍କ ପ୍ରତିକକୁ ନଗର ପରିକ୍ରମା କରିଥିବା ବେଳେ ବୈପାରୀଗୁଡା ସହର ଭକ୍ତମାନଙ୍କ ଉତ୍ସାହ ଦେଖିବାକୁ ମିଳିଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତିଙ୍କ ବିଦାୟ କାଳୀନ ସମ୍ଭର୍ଦ୍ଧନା

ରିପୋର୍ଟ: ଏନ. ସନ୍ତୋଷ କୁମାର //ବୈପାରୀଗୁଡା (୦୨/୦୬): ବୈପାରୀଗୁଡା ସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯାଳୟରେ ଗତ ଶନିବାର ଦିନ ଶିକ୍ଷା ଅଧିକାରୀ ସୁଧୀର ଚନ୍ଦ୍ର ରଥଙ୍କ ଅଧକ୍ଷତାରେ ପ୍ରଧାନ...

ରାୟଗଡା ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୨/୦୬): ରାୟଗଡା ଜିଲ୍ଲାରେ ଲକଡାଉନ ର ସୁଯୋଗ ନେଇ ଚରାମଦ କାରବାର ବୃଦ୍ଧି ପାଉଥିବା ଖବର ଜାଣି ଜିଲ୍ଲାପାଳ,ରାୟଗଡା ଏବଂ...

ଶ୍ରଦ୍ଧା ଶ୍ରୀକ୍ଷେତ୍ର ଶ୍ରୀଜିଉଙ୍କ ସ୍ନାନଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୧/୦୬): କରୋନାର କାରୁଣ୍ୟ ପ୍ରକୋପର କରୁଣ ପରିଣତି ସବୁକିଛି ବନ୍ଦ ପଡିଥିବାବେଳେ, ସେଥିରୁ ବାଦ ପଡିନି ଦେବାଳୟ ମଧ୍ୟ l...

କ୍ବାରେଣ୍ଟାଇନ ଛାଡିଲେ ୨୪ ଶ୍ରମିକ, ଝାରବନ୍ଧ

ରିପୋର୍ଟ: ଦିଲୀପ ଦାସ //ଝାରବନ୍ଧ(୦୨/୦୬): ଝାରବନ୍ଧ ବ୍ଲକ ଝାରବନ୍ଧ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪ ଜଣ ଶ୍ରମିକ ନିଜ ଘରକୁ ଯାଇଛନ୍ତି । ନିଜର ଆର୍ଥିକସ୍ଥିତି ସୁଦୃଢ କରିବା ପାଇଁ...

Recent Comments

%d bloggers like this: