Advertisements
Tuesday, June 2, 2020
Home Accidental Death ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ମୃତ

ମାଲକାନଗିରି ଜିଲ୍ଲା ପ୍ରତିନିଧି(ଅସୀମ ବିଶ୍ୱାସ): ମାଲକାନଗିରି ଜିଲ୍ଲା ପଟେରୁ ଗ୍ରାମ ନିକଟସ୍ଥ ମାଲକାନଗିରି ମୋଟୁ ୩୨୬ନଂ ଜାତୀୟ ରାଜପଥରେ ଆଜି ୪ଟା ସମୟରେ ଏକ ବଲେରୋ ଓ ବାଇକ ମଧ୍ୟରେ ଧକ୍କା ହୋଇ ଦୁଇଜଣଙ୍କ ଘଟଣା ସ୍ଥଳେ ମୃତ୍ୟୁ ଘଟିଛି |

ମୃତ ଯୁବକ ଦୁଇ ଜଣ ଯୁବକଙ୍କ ନାଁମ ମେଘନାଥ ଦାସ ଓ ସାମଲ ସେନ | ଘଟଣା ସ୍ଥଳରେ ପଟେରୁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଦୁର୍ଘଟଣା ପରେ ଉତ୍ୟକ୍ତ ଗ୍ରାମବାସୀ ବଲେରୋରେ ନିଆଁ ଲଗେଇଦେଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାୟଗଡା ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୨/୦୬): ରାୟଗଡା ଜିଲ୍ଲାରେ ଲକଡାଉନ ର ସୁଯୋଗ ନେଇ ଚରାମଦ କାରବାର ବୃଦ୍ଧି ପାଉଥିବା ଖବର ଜାଣି ଜିଲ୍ଲାପାଳ,ରାୟଗଡା ଏବଂ...

ଶ୍ରଦ୍ଧା ଶ୍ରୀକ୍ଷେତ୍ର ଶ୍ରୀଜିଉଙ୍କ ସ୍ନାନଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୧/୦୬): କରୋନାର କାରୁଣ୍ୟ ପ୍ରକୋପର କରୁଣ ପରିଣତି ସବୁକିଛି ବନ୍ଦ ପଡିଥିବାବେଳେ, ସେଥିରୁ ବାଦ ପଡିନି ଦେବାଳୟ ମଧ୍ୟ l...

କ୍ବାରେଣ୍ଟାଇନ ଛାଡିଲେ ୨୪ ଶ୍ରମିକ, ଝାରବନ୍ଧ

ରିପୋର୍ଟ: ଦିଲୀପ ଦାସ //ଝାରବନ୍ଧ(୦୨/୦୬): ଝାରବନ୍ଧ ବ୍ଲକ ଝାରବନ୍ଧ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪ ଜଣ ଶ୍ରମିକ ନିଜ ଘରକୁ ଯାଇଛନ୍ତି । ନିଜର ଆର୍ଥିକସ୍ଥିତି ସୁଦୃଢ କରିବା ପାଇଁ...

Recent Comments

%d bloggers like this: