Friday, August 7, 2020
Home headline ଉଇଙ୍ଗ୍ କମାଣ୍ଡର ଅଭିନନ୍ଦନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଉଇଙ୍ଗ୍ କମାଣ୍ଡର ଅଭିନନ୍ଦନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଲମତାପୁଟ (କପିଳେନ୍ଦ୍ରଦେବ ସାମନ୍ତରାୟ): ଲମତାପୁଟ ବ୍ଲକ ଅନ୍ତର୍ଗତ ଟିକରପଡା ପଞ୍ଚାୟତର ଦେବତାହଞ୍ଜର ଠାରେ ୧୭ ଦିନ ଧରି ଚାଲିଥିବା ଉଇଙ୍ଗ୍ କମାଣ୍ଡର ଅଭିନନ୍ଦନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି ।

ଏଥିରେ ଷୋହଳଟି ଦଳ ଭାଗ ନେଇଥିବା ବେଳେ ଫାଇନାଲ ମ୍ୟାଚରେ କୁଡୁବି ଓ ଘରୋଇ ଦଳ ଦେବତାହଞ୍ଜର ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଅତିଥି ଦଳ କୁଡୁବିକୁ ଘରୋଇ ଦଳ ଦେବତାହଞ୍ଜର ୪ ଉଇକେଟରେ ହରାଇ ଚାମ୍ପିଅନ ଆଖ୍ୟା ଅର୍ଜନ କରିଥିଲେ |ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ଓଏସ୍ଏପି ତୃତୀୟ ବାଟାଲିୟନର ପୁର୍ବତନ ସାଧାରଣ ସମ୍ପାଦକ ଶ୍ରୀ ଜଗଦୀଶ ପୁଜାରୀ ଲମତାପୁଟ ବ୍ଲକ କଂଗ୍ରେସ ସଭାପତି ଲବ ଖେମୁଣ୍ଡୁ ସମ୍ପାଦକ ମାଧବ ହଂତାଳ ପ୍ରମୁଖ ଯୋଗ ଦେଇ ବିଜେତା ଦଳକୁ ଟ୍ରଫି ସହ ୯୦୦୦ ଟଙ୍କା ଓ ଉପବିଜେତା ଦଳକୁ ୭୦୦୦ ଟଙ୍କା ସହ ମାନପତ୍ର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିବିଏସ୍ଆର୍ ମାଝୀ, ନରସିଂହ ଗଲରି,ରଘୁ ମାଝୀ, ଓ କୋମଳଲଚନ ଗଲରି ଓ ରବିଚାନ୍ ଗୁଡିଆଆ ପ୍ରମୁଖ ସହଯୋଗ କରିଥିଲେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: