Advertisements
Friday, June 5, 2020
Home Death Case ଗାଧୁଆ ଘରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଗାଧୁଆ ଘରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

କଲ୍ୟାଣସିଂହପୁର(ଓଡିଶା ନ୍ୟୁଜ୨୪): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍‌ ସିକରପାଇ ଗାଁ ନିକଟ ପୋଲ ପାଖରେ ଥିବା ଗାଧୁଆ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରଯାଇଛି ।

ମୃତକ ଜଣଙ୍କ ହେଲେ ସିକରପାଇ ଗାଁର ଝଡ଼ିଆ ସାହିର କିରଣ ୱାଡ଼କା । ଗତକାଲି ରାତି ପ୍ରାୟ ୯ଟା ବେଳେ କିରଣ ଖାଇସାରି ତାଙ୍କର ଜଣେ ସାଙ୍ଗଙ୍କ ସହିତ ଗୋଧୋଇବାକୁ ଯାଇଥିଲେ । ହେଲେ ରାତିରେ ସେ ଆଉ ଘରକୁ ଫେରି ନଥିଲେ । ଆଜି ସକାଳେ ତାଙ୍କ ପରିବାର ଲୋକେ ଖୋଜାଖୋଜି କରିଥିଲେ । ତେବେ ନଦୀକୁ ଗାଧୋଇବାକୁ ଆସିଥିବା ଲୋକେ କିରଣଙ୍କ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ସହ ଘଟଣାର ତଦନ୍ତ କରୁଛି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ଦେଲା ବିଦ୍ଯାର୍ଥୀ ପରିଷଦ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୬): କରୋନା ମହାମାରୀ ପ୍ରତିହତ କରିବାରେ ଚିକିତ୍ସକ, ନର୍ସ, ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ଅଗ୍ନିଶମ କର୍ମଚାରୀମାନଙ୍କ ଅବଦାନ ଅତୁଳନୀୟ। ନିଜର ପରିବାର...

ଅସହାୟ ଲୋକ କଳାକାର ମାନଙ୍କୁ ସହାୟତା ପ୍ରଦାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୪/୬): ତାଲାବନ୍ଦ ଯୋଗୁଁ ଲୋକ କଳାକାର ମାନେ ଅନେକ ଅସୁବିଧା ଭିତରେ କାଳାତିପାତ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମ...

ରାୟଗଡରେ କଭିଡ ଚିହ୍ନଟ ହେଲା ପରେ କଣ୍ଟେନମେଣ୍ଟ ଅଞ୍ଚଳରେ ସ୍ଥିତି ପରଖିଲେ ଉପଜିଲ୍ଲାପାଳ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ (୦୪/୦୬): ଗତକାଲି ରାୟଗଡରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲାପରେ ଜିଲ୍ଲା ପ୍ରଶାସନ ତରଫରୁ ତୁରନ୍ତ ସହରର ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଅଞ୍ଚଳ...

Recent Comments

%d bloggers like this: