Friday, August 7, 2020
Home General Election 2019 ଫ୍ଲାଇଙ୍ଗ ସ୍କ୍ୱାଡ଼ ମାଜିଷ୍ଟ୍ରେଟଙ୍କୁ ମାଡ ଘଟଣା- ପ୍ରଦୀପ ମହାରଥୀଙ୍କୁ ସର୍ତ୍ତ ମୂଳକ ଜାମିନ

ଫ୍ଲାଇଙ୍ଗ ସ୍କ୍ୱାଡ଼ ମାଜିଷ୍ଟ୍ରେଟଙ୍କୁ ମାଡ ଘଟଣା- ପ୍ରଦୀପ ମହାରଥୀଙ୍କୁ ସର୍ତ୍ତ ମୂଳକ ଜାମିନ

ଭୁବନେଶ୍ୱର (ଓଡ଼ିଶା ନ୍ୟୁଜ୨୪): ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ସ୍ୱତନ୍ତ୍ର ପ୍ରାଧିକୃତ କୋର୍ଟ ଆଜି ତାଙ୍କୁ ୫୦ ହଜାର ଟଙ୍କାର ୨ ଜାମିନଦାରଙ୍କ ବଦଳରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ।

ତଦନ୍ତରେ ସହଯୋଗ କରିବା ଓ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ପାଇଁ ଜାମିନରେ ସର୍ତ୍ତ ରଖିଛନ୍ତି କୋର୍ଟ । ଫ୍ଲାଇଂ ସ୍କ୍ୱାଡର ମାଜିଷ୍ଟ୍ରେଟ୍ ଓ ଅନ୍ୟ ସଦସ୍ୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଦୀପ ମହାରଥୀଙ୍କୁ ପୁଲିସ ଗିରଫ କରିଥିଲା ।

ପୁଲିସ ତାଙ୍କ ବିରୋଧରେ ଦଫା ୩୦୭ (ହତ୍ୟାପାଇଁ ଉଦ୍ୟମ)ରୁ ଆରମ୍ଭ କରି ୩୫୩, ୩୪୧, ୩୩୨, ୧୪୭,୧୪୮,୧୪୯ ଦଫା ଲଗାଇଥିଲା । ଏଥିସହ ୧୭୧ ବି ,୧୮୬ ଓ ଏବଂ ଲୋକ ପ୍ରତିନିଧି ଆଇନ ୧୨୩ରେ ମାମଲା ମଧ୍ୟ ରୁଜୁ କରିଥିଲା ପୁଲିସ । ଗିରଫ ପରେ ମହାରଥୀଙ୍କୁ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସୁଦ୍ଧା ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: