Advertisements
Monday, June 1, 2020
Home Death Case ସମ୍ପତ୍ତି ଲୋଭରେ ଅଜାକୁ ହତ୍ୟା

ସମ୍ପତ୍ତି ଲୋଭରେ ଅଜାକୁ ହତ୍ୟା

ଲମତାପୁଟ(କପିଳେନ୍ଦ୍ରଦେବ ସାମନ୍ତରାୟ): ସମ୍ପତ୍ତି ଲୋଭରେ ଅଜାକୁ ସମ୍ପର୍କିୟ ନାତି ଭଗବାନ ଖିଲ ଓ କୁମ ଗୋଲରି ନାମକ ଦୁଇ ଜଣ ଯୁବକ ଅଜା ଭଗବାନ ଶୋଇଥିବା ସମୟରେ ତଣ୍ଟି ଚିପି ମାରି ଦେଇଥିବା ଅଭିଯୋଗ ହୋଇଛି ।

ଏହା କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଅନ୍ତର୍ଗତ ଡାବୁଗୁଡା ପଞ୍ଚାୟତର ଚାରାଗୁଡା ଗ୍ରାମରେ ଦୁର୍ଘଟଣା ହୋଇଛି । ଗ୍ରାମବାସୀମାନେ ଖବର ପାଇ ଭଗବାନକୁ ସ୍ଥାନିୟ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ । ଏହା ଯୋଗୁଁ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ଅଭିଯୁକ୍ତ ମାନେ ହତ୍ୟା କରିସାରିବା ପରେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: