Advertisements
Thursday, July 9, 2020
Home Maoist Activities ଆଇଡ଼ି ବିସ୍ଫୋରଣରେ ବିଏସଏଫ ଯବାନ ଗୁରୁତର

ଆଇଡ଼ି ବିସ୍ଫୋରଣରେ ବିଏସଏଫ ଯବାନ ଗୁରୁତର

ଗୋବିନ୍ଦପାଲ୍ଲୀ(ଅସୀମ ବିଶ୍ୱାସ/ଏନ.ସନ୍ତୋଷ): ମାଲକାନଗିରି ଜିଲ୍ଲା ଗୋବିନ୍ଦପାଲ୍ଲୀର ସପ୍ତଧାରା ନଦୀ ନିକଟରେ ଦିନ ୧୧.୨୫ ରେ ଆରୋପି ପଏଣ୍ଟ ୦୮ନିକଟରେ ଆଇଡି ବିସ୍ଫୋରଣ ଘଟିଛି ।

ବିସ୍ଫୋରଣରେ ବାଟାଲିୟନ ୧୩ର ଜଣେ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଆଜି ମାଲକାନଗିରି ଜୟପୁର ମାଲକାନଗିରି ମୁଖ୍ୟ ରାସ୍ତା ନିକଟରେ ଥିବା ସପ୍ତଧାରା ନଦୀ ଅଞ୍ଚଳରେ ବିଏସଏଫର ଯବାନ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ଆଇଡି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ମାଓବାଦୀଙ୍କ ଦ୍ବାରା ଏହି ଆଇଡି ଲଗା ଯାଇଥିବା ବେଳେ ଏହି ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନ ହେଲେ ଜଗତାର ସିଂ । ଯବାନଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ହୋଇଛି । ଆହତ ଜବାନଙ୍କୁ କୋରାପୁଟ ଜିଲ୍ଲା ଚିକିତ୍ସାଲୟକୁ ସ୍ଥାନାନ୍ତରିତ କରାଯାଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: