Friday, August 7, 2020
Home Education & Literacy ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

କଟକ(ଓଡିଶା ନ୍ୟୁଜ୨୪): ଚଳିତମାସ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ ।

ମାଧ୍ୟମିକ ଶିକ୍ଷାବୋର୍ଡ ସମ୍ପାଦକିକା ଜାହାନାରା ବେଗମଙ୍କ ସୂଚନା ଅନୁଯାୟୀ ଚଳିତମାସ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ସେ ସମ୍ପର୍କରେ ମାଧ୍ୟମିକ ଶିକ୍ଷାବୋର୍ଡ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନି । ସେ କହିଥିଲେ, ନିର୍ଭୁଲ ଏବଂ ସଠିକ୍ ମୂଲ୍ୟାୟନ ଲାଗି ଅଧିକ ସମୟ ଲାଗୁଛି । ଏଣୁ ଆଶା କରାଯାଉଛି ଚଳିତମାସ ତୃତୀୟ ସପ୍ତାହ ସୁଦ୍ଧା ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: