Saturday, August 8, 2020
Home Cultural & Festival ହରିଶଙ୍କର ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ଅଣଦେଖା, ଆସନ୍ତା ତା୧୬ ରୁ ୧୮ ଧାରଣା ଦେବା ପାଇଁ...

ହରିଶଙ୍କର ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ଅଣଦେଖା, ଆସନ୍ତା ତା୧୬ ରୁ ୧୮ ଧାରଣା ଦେବା ପାଇଁ ପ୍ରସ୍ତୁତି

ଖପ୍ରାଖୋଲ(ଭୋଜରାଜ ବରିହା): ବଲାଙ୍ଗୀର ଜିଲ୍ଲାର ଖପ୍ରାଖୋଲ ବ୍ଲକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କର ଠାରେ ପ୍ରତିବର୍ଷ ହରିଶଙ୍କର ମହୋତ୍ସବ ହୋଇଥାଏ ।

ଏହି ମହୋତ୍ସବକୁ ପାଟଣାଗଡ଼ ଦେବୋତ୍ତର ବିଭାଗ କାର୍ଯ୍ୟ ତୋଳାଉ ଥିବାବେଳେ ବାରମ୍ବାର ଗୋଟିଏ ଅନୁଷ୍ଠାନକୁ ନିମନ୍ତ୍ରିତ କରୁଥିବା ବେଳେ ଜନ ଅସନ୍ତୋଷ ଦେଖାଦେବା ଫଳରେ ଅଞ୍ଚଳର କଳାକାର ବିଭିନ୍ନ ସରକାରୀ ସାଂସ୍କୃତିକ ଅନୁଷ୍ଠାନ ମାନକୁ ଅଣଦେଖା କରୁଥିବାରୁ ସ୍ଥାନୀୟ କଳାକାର ମାନେ ଅପମାନିତ ହେଉଥିବା ଆଖି ଆଗରେ ଦେଖି ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ସମିତି ସଭ୍ୟ ଶୋଭମୟ ମିଶ୍ର ଖପ୍ରାଖୋଲ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ଜରିଆରେ ଦାବିପତ୍ର ଦିଆଯାଇଛି । ଆସନ୍ତା ୧୬ତାରିଖ ରୁ ୧୮ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ କଳାକାର ମାନଙ୍କ ସହ ଶ୍ରୀ ମିଶ୍ର ଧାରଣାରେ ବସିବେ ବୋଲି କହିଛନ୍ତି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: