Advertisements
Tuesday, June 2, 2020
Home Accidental Death ବିଦ୍ୟୁତ ତାର ଲାଗି ଯୁବକର ମୃତ୍ୟୁ

ବିଦ୍ୟୁତ ତାର ଲାଗି ଯୁବକର ମୃତ୍ୟୁ

ରିପୋର୍ଟ: ସୌମ୍ୟରଂଜନ ସାହୁ
ଜୟପୁର(୦୫/୦୬): ଜୟପୁର ସଦର ଥାନା ଅନ୍ତର୍ଗତ ଗୌଡଗୁଡା ଗ୍ରାମରେ ବିଦ୍ୟୁତ ତାର ଲାଗି ଜଣେ ଯୁବକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି | ମୃତ ଯୁବକର ନାମ ରଘୁନାଥ ବାଦବା |

ସେ ବୁଧବାର ସକାଳୁ ମୁହଁ ଧୋଇବା ପାଇଁ ଘରେ ବାହାରୁ ଥିବା ବେଳେ ବିଦ୍ୟୁତ ତାର ଲାଗି ଗୁରୁତର ହୋଇପଡିଥିଲେ | ପରିବାର ଲୋକେ ରଘୁନାଥ କୁ ଗୁରୁତର ଅବସ୍ଥାରେ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ | ସେଠାରେ ଡାକ୍ତର ରଘୁନାଥଙ୍କୁ ମୃତ ଘୋଷଣା କରିଥିଲେ | ପରେ ପୋଲିସ ପହଂଚି ଶବ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାୟଗଡା ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୨/୦୬): ରାୟଗଡା ଜିଲ୍ଲାରେ ଲକଡାଉନ ର ସୁଯୋଗ ନେଇ ଚରାମଦ କାରବାର ବୃଦ୍ଧି ପାଉଥିବା ଖବର ଜାଣି ଜିଲ୍ଲାପାଳ,ରାୟଗଡା ଏବଂ...

ଶ୍ରଦ୍ଧା ଶ୍ରୀକ୍ଷେତ୍ର ଶ୍ରୀଜିଉଙ୍କ ସ୍ନାନଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୧/୦୬): କରୋନାର କାରୁଣ୍ୟ ପ୍ରକୋପର କରୁଣ ପରିଣତି ସବୁକିଛି ବନ୍ଦ ପଡିଥିବାବେଳେ, ସେଥିରୁ ବାଦ ପଡିନି ଦେବାଳୟ ମଧ୍ୟ l...

କ୍ବାରେଣ୍ଟାଇନ ଛାଡିଲେ ୨୪ ଶ୍ରମିକ, ଝାରବନ୍ଧ

ରିପୋର୍ଟ: ଦିଲୀପ ଦାସ //ଝାରବନ୍ଧ(୦୨/୦୬): ଝାରବନ୍ଧ ବ୍ଲକ ଝାରବନ୍ଧ କ୍ବାରେଣ୍ଟାଇନ ସେଣ୍ଟରରୁ ୨୪ ଜଣ ଶ୍ରମିକ ନିଜ ଘରକୁ ଯାଇଛନ୍ତି । ନିଜର ଆର୍ଥିକସ୍ଥିତି ସୁଦୃଢ କରିବା ପାଇଁ...

Recent Comments

%d bloggers like this: