Advertisements
Saturday, July 4, 2020
Home Accidental Death ଡୁଙ୍ଗୁରିପାଲିରେ କାଳବୈଶାଖୀ, ଗଛ ପଡି ଜଣେ ମୃତ

ଡୁଙ୍ଗୁରିପାଲିରେ କାଳବୈଶାଖୀ, ଗଛ ପଡି ଜଣେ ମୃତ

ରିପୋର୍ଟ: ରତ୍ନାକର ସେଠ
ଡୁଙ୍ଗୁରିପାଲି(୦୭/୦୬): ଗତକାଲି ସନ୍ଧ୍ୟାରେ ଡୁଙ୍ଗୁରିପାଲି ଅଂଚଳରେ କାଳବୈଶାଖୀ ଦେଖାଦେଇଥିଲା | ଫଳରେ ଏହି ଅଂଚଳରେ ପ୍ରବଳ ପବନ ସହ କୁଆପଥର ମାଡ ହୋଇଛି |

ରାସ୍ତାକଡ଼ରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଛି | ଖୁଂଟପଲି ଗ୍ରାମରେ ପୋଖରୀ ହୁଡାରେ ଏକ ଗଛ ପଡି ଜଣକର ମୃତ୍ୟୁ ହୋଇଛି | ମୃତକ ଜଣକ କର୍ଣ୍ଣାଟକ ର ରଞ୍ଜନ ବୋଲି ଜଣାପଡିଛି | ସେ ଧାନକଟା ଯନ୍ତ୍ରର ଚାଳକ ଅଟେ | ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଂଚି ମୃତ ରଞ୍ଜନ ର ଶବ କୁ ଉଦ୍ଧାର କରିଥିବା ବେଳେ ଡୁଙ୍ଗୁରିପାଲି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: