Advertisements
Saturday, July 4, 2020
Home Death Case ନଦୀରେ ଗାଧେଇବା ବେଳେ ବୁଡି ଯାଇ ନାବାଳକ ମୃତ୍ୟୁ

ନଦୀରେ ଗାଧେଇବା ବେଳେ ବୁଡି ଯାଇ ନାବାଳକ ମୃତ୍ୟୁ

ରିପୋର୍ଟ: ବିଭୁତି ଲହରିଆ
କନ୍ଧମାଳ ( ୧୪/୦୬): କନ୍ଧମାଳ ଜିଲ୍ଲା କ. ନୂଆଗାଁ ଥାନା କାଳୀପେନୁ ନଦୀରେ ଗାଧେଇବା ସମୟରେ ବୁଡି ଜଣେ ସପ୍ତମ ଶ୍ରେଣୀ ଛାତ୍ର ମୃତ | ମୃତକ ହେଲେ ବାଡାପାଙ୍ଗା ଗ୍ରାମର ବିଦେଶୀ ପରିଛାଙ୍କ ପୁଅ ଚନ୍ଦନ ପରିଛା |

ମୃତ ଚନ୍ଦନ କିଛିଦିନ ହେବ ପୁରୁଣା ନୂଆଗାଁରେ ଥିବା ସମ୍ପର୍କୀୟ ଘରକୁ ଖରା ଛୁଟିରେ ବୁଲିବାକୁ ଆସିଥିଲେ | ଆଜି କିଛି ସାଙ୍ଗ ସହ କାଲିପେନୁ ନଦୀର ଚିଲିକା ଗଣ୍ଡରେ ଗାଧେଇବା ସମୟରେ ବୁଡ଼ିଯାଇ ମୃତ୍ୟୁ କରିଛନ୍ତି | କ.ନୂଆଗାଁ ପୋଲିସ ଘଟଣା ସ୍ଥଳରେ ପହଂଚି ମୃତ ଦେହ ଉଦ୍ଧାର କରିବା ସହ ବାଲିଗୁଡା ଉପଖଣ୍ଡ ଚିକିତ୍ସାଲୟକୁ ଶବ ବ୍ୟବଛେଦ ପାଇଁ ପଠାଇଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

ଦୁଇ ଗୋଷ୍ଠୀ ମଧ୍ୟରେ ଜଙ୍ଗଲ ଜମି କୁ ନେଇ ବିବାଦ ହୋଇ ତହସିଲଦାର ଙ୍କୁ ଦାବୀ ପତ୍ର ପ୍ରଦାନ

ରିପୋର୍ଟ, ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମ ପଞ୍ଚାୟତ ର କନ୍ଧ ପରିଦିଗୁଡା ଓ ସାନ...

ବିଦ୍ୟୁତ କାଟ ଯୋଗୁଁ ଗ୍ରାହକ ହନ୍ତସନ୍ତ

କର୍ଲାମୁଣ୍ଡା (୦୪ /୦୭): କର୍ଲାମୁଣ୍ଡା ବ୍ଲକ ସଦର ଠାରେ ୩୩ /୧୧ କେଭି ର ବିଦ୍ୟୁତ ଯୋଗାଣ କେନ୍ଦ୍ର ପ୍ରାୟ ୮ବର୍ଷ ତଳେ ନିର୍ମାଣ କରାଯାଇଥିଲା I ଗତ...

ଉତ୍କଳ ଆଲୁମିନା ଇନ୍ଟରନ୍ୟାସନାଲ ଲିମିଟେଡ଼ ର ସାମୁହିକ ସିଏସଆର କାର୍ଯ୍ୟକ୍ରମ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା /ଟିକିରି (୦୪/୦୭): ଅବିଭକ୍ତ କୋରାପୁଟ ଜିଲ୍ଲାର ଟିକିରି ଅଞ୍ଚଳ ଦିନେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଥିଲା l କିନ୍ତୁ, ଉତ୍କଳ ଆଲୁମିନା ପ୍ରତିଷ୍ଠିତ...

Recent Comments

%d bloggers like this: