Advertisements
Saturday, July 4, 2020
Home Business & Private ମୁରିବାହାଲ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ

ମୁରିବାହାଲ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ

ରିପୋର୍ଟ: ଭଗବାନ ମହାନ୍ତି/ନିମାଇଁ ଚରଣ ବଘାର
ମୁରିବାହାଲ(୨୩/୦୬): ମୁରିବାହାଲ ବ୍ଲକ ସାମ୍ବାଦିକ ସଂଘର ଏକ ପରିବର୍ଦ୍ଧିତ ବୈଠକ ସ୍ଥାନୀୟ ଜଙ୍ଗଲ ବିଭାଗ ଡ଼ାକବଙ୍ଗଳାଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି | ବରିଷ୍ଠ ସାମ୍ବାଦିକ ତଥା ଓୟୁଜେ ଜିଲ୍ଲା ଉପସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ତଥା ସଂଘକୁ ମଜବୁତ କରାଯିବ ସହ ଆଗାମୀ ଦିନରେ ସଂଘର ସ୍ଥାୟୀ ଗୃହ ସ୍ଥାପନ, ପ୍ରତ୍ୟେହ ସଂଘର ବୈଠକ, ସଂଘକୁ ରେଜିଷ୍ଟ୍ରସନ କରିବା ଆଦି ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରାଯିବ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା |

ଆସନ୍ତା ଦୁଇ ବର୍ଷ ପାଇଁ ସଂଘର କର୍ମକର୍ତ୍ତା ମନୋନୀତ ହୋଇଥିଲେ | ନିର୍ବାଚନୀ ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ ସାମ୍ବାଦିକ ଓ ଉପଦେଷ୍ଟା ମାନସ ରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ସର୍ବସମ୍ମତିକ୍ରମେ ସଭାପତି ରୂପେ ଭଗବାନ ମହାନ୍ତି, ଉପସଭାପତି ଭାବେ ବନବିହାରୀ ଯୋଶୀ ଓ ନିମାଇଁ ଚରଣ ବଘାର, ସହସଂପାଦକ ଦୁର୍ଗାନନ୍ଦ ମହାକୁର, କୋଷାଧ୍ୟକ୍ଷ ସୁଦାମ ଚରଣ ବଘାର, ସମ୍ପାଦକ ତରଣୀସେନ ମେହେର, ସଦସ୍ୟ ଭାବେ ଶରତ ପତି ସାଣ୍ଢ, ସୁବ୍ରତ ମହାକୁର ଓ କେଦାର ବଡ଼ଜେନା ରହିଥିବା ବେଳେ ଉପଦେଷ୍ଟା ଉପରେ ବରିଷ୍ଠ ସାମ୍ବାଦିକ ଶ୍ରୀବତ୍ସ ବେହେରା, ମାନସ ରଞ୍ଜନ ମହାନ୍ତି ଓ ଆଇନ ପରାମର୍ଶଦାତା ଭାବେ ଆଇନଜୀବୀ ଜୟଦୀପ ପୁରୋହିତ ଙ୍କୁ ମନୋନୀତ କରାଯାଇଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

ଦୁଇ ଗୋଷ୍ଠୀ ମଧ୍ୟରେ ଜଙ୍ଗଲ ଜମି କୁ ନେଇ ବିବାଦ ହୋଇ ତହସିଲଦାର ଙ୍କୁ ଦାବୀ ପତ୍ର ପ୍ରଦାନ

ରିପୋର୍ଟ, ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମ ପଞ୍ଚାୟତ ର କନ୍ଧ ପରିଦିଗୁଡା ଓ ସାନ...

ବିଦ୍ୟୁତ କାଟ ଯୋଗୁଁ ଗ୍ରାହକ ହନ୍ତସନ୍ତ

କର୍ଲାମୁଣ୍ଡା (୦୪ /୦୭): କର୍ଲାମୁଣ୍ଡା ବ୍ଲକ ସଦର ଠାରେ ୩୩ /୧୧ କେଭି ର ବିଦ୍ୟୁତ ଯୋଗାଣ କେନ୍ଦ୍ର ପ୍ରାୟ ୮ବର୍ଷ ତଳେ ନିର୍ମାଣ କରାଯାଇଥିଲା I ଗତ...

ଉତ୍କଳ ଆଲୁମିନା ଇନ୍ଟରନ୍ୟାସନାଲ ଲିମିଟେଡ଼ ର ସାମୁହିକ ସିଏସଆର କାର୍ଯ୍ୟକ୍ରମ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା /ଟିକିରି (୦୪/୦୭): ଅବିଭକ୍ତ କୋରାପୁଟ ଜିଲ୍ଲାର ଟିକିରି ଅଞ୍ଚଳ ଦିନେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଥିଲା l କିନ୍ତୁ, ଉତ୍କଳ ଆଲୁମିନା ପ୍ରତିଷ୍ଠିତ...

Recent Comments

%d bloggers like this: