Advertisements
Thursday, July 16, 2020
Home headline ଦିବ୍ୟ ଦର୍ଶନ ସଂଘର ପ୍ରତିଷ୍ଠା ଦିବସ

ଦିବ୍ୟ ଦର୍ଶନ ସଂଘର ପ୍ରତିଷ୍ଠା ଦିବସ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ
ଲମତାପୁଟ(୨୫/୦୬):- ଲମତାପୁଟ ସଦର ମହକୁମା ଠାରେ ଥିବା ଦିବ୍ୟ ଦର୍ଶନ ସଂଘର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଆଶ୍ରମର ୧୩ ବର୍ଷ ପୁର୍ତି ଉପଲକ୍ଷେ ବିଭିନ୍ନ ଜିଲ୍ଲାରୁ ୧୦୦ରୁ ଅଧିକ ଗୁରୁପ୍ରେମି ଆସିଥିଲେ ।

ପ୍ରତିଷ୍ଠା ଦିବସ ପାଳନ ଅବସରରେ ସେମିଳିଗୁଡା ଆଶ୍ରମ ସମାଧିପୀଠରେ ବରିଷ୍ଠ ଗୁରୁ ସୁନାରାମ ମାଝୀ ଯୋଗଦେଇ ଶ୍ରଦ୍ଧାଳୁ ମାନଙ୍କୁ ଦିବ୍ୟ ଦର୍ଶନରେ ପ୍ରବଚନ ଶୁଣାଇ ଥିଲେ । ଭଜନ କୀର୍ତ୍ତନରେ ଏଠାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ବରିଷ୍ଠ ଗୁରୁ ମାନେ ବିଶ୍ବ ଶାନ୍ତି ପ୍ରତିଷ୍ଠା ନେଇ ଆଲୋଚନା କରିବା ସହ ମଣିଷ କିପରି ସତ୍ୟ ପଥକୁ ଆପଣାଇବା ପାଇଁ ଆଲୋଚନା କରିଥିଲେ । ଜଗତ ବାସିଙ୍କୁ ସ୍ନେହ ଶ୍ରଦ୍ଧାରେ ବାନ୍ଧି ରଖିବା ସହିତ ନିଜ ପରିବେଶକୁ ପରିଷ୍କାର ଏବଂ ଅସହାୟଙ୍କୁ ସହାୟତାର ହାତ ବଢ଼ାଇବା ସଂପର୍କରେ ଗୁରୁ କହିଥିଲେ । ଏହି କାର୍ଯ୍ୟକ୍ରମରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଗୁରୁ ଦିକ୍ଷା ଗ୍ରହଣ କରିଥିଲେ । ଉତ୍ସବ କେନ୍ଦ୍ରୀୟ କମିଟିର ବରିଷ୍ଠ ଗୁରୁ ଭାଇ ଯୋଗାଚାର୍ଯ୍ୟ ସହଦେବ ମଲିକ ନବରଙ୍ଗପୁର ଶାଖାର ଟିଏନ୍ ଆଚାରି ଆଞ୍ଚଳିକ ପ୍ରତିନିଧି ନାଗେଶ୍ଵର ରାଓ ଓ ଅନ୍ୟାନ୍ୟ ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: