Advertisements
Saturday, July 4, 2020
Home National News ରାଜ୍ୟ ବିଜେପି କାର୍ଯ୍ୟକାରିଣୀର ଦଶ ଜଣିଆ ଟିମ୍ ଆସି ଅଗ୍ନିବିପର୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇଲେ

ରାଜ୍ୟ ବିଜେପି କାର୍ଯ୍ୟକାରିଣୀର ଦଶ ଜଣିଆ ଟିମ୍ ଆସି ଅଗ୍ନିବିପର୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇଲେ

ଗତକାଲି ମଧ୍ୟ ରାତ୍ରୀରେ ଆଠଗଡ଼ ଏନ‌ଏସି କନ୍ତୋଲ ଦଳିତ ସାହିରେ ଅଗ୍ନିକାଣ୍ଡ ଘଟି ୫ ବଖରା ଘର ଭସ୍ମୀଭୂତ ହୋଇଥିଲା। ଆଜି ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଭ୍ୟ ଶଙ୍କର୍ଷଣ ମହାନ୍ତି ଙ୍କ ନେତୃତ୍ୱରେ ଦଶ ଜଣିଆ ଟିମ୍ ଆସି ଅଗ୍ନିବିପର୍ନ ପରିବାର ମାନଙ୍କୁ ଭେଟି ସମବେଦନା ଜଣାଇବା ସହିତ ଚୁଡ଼ା,ଚିନି, ବିସ୍କୁଟ,ଓ କଟା ବିପନ୍ନ ମାନଙ୍କୁ ସହାୟତା କରିବା ସହିତ ଆଠଗଡ଼ ଏନ‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ଭେଟି ବିପନ୍ନ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ବାସଗୃହ ଯୋଗେଇ ଦେବାପାଇଁ ଅନୁରୋଧ କରିଛନ୍ତି। ଏଥିରେ ଆଠଗଡ଼ ଓକିଲ ସଂଘ ର ସଭାପତି ଜଗଦାନନ୍ଦ ତ୍ରିପାଠୀ,ଅରୁଣ ମହାନ୍ତି,ନିମାଇଁ ଚରଣ ରାଉତ,ପ୍ରକାଶ ସେଠି, ପ୍ରମୁଖ ଉପସ୍ଥିତ ଥିଲେ।

Ref: Santosh Barik FB News

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: