Advertisements
Friday, June 5, 2020
Home Cultural & Festival ମାଲକାନଗିରି ସଦରମହକୁମାରେ ରଥଯାତ୍ରା ପାଳିତ

ମାଲକାନଗିରି ସଦରମହକୁମାରେ ରଥଯାତ୍ରା ପାଳିତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଅସୀମ ବିଶ୍ୱାସ
ମାଲକାନଗିରି(୦୪/୦୭): ମାଲକାନଗିରି ଜିଲ୍ଲା ସଦର ମହକୁମାରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଜଗନ୍ନାଥ ମନ୍ଦିର ଠାରୁ ପ୍ରଥମେ ଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କୁ ପହଣ୍ଡି ବିଜେ କରି ରଥରେ ବସା ଯାଇଥିଲା ।

ଜିଲ୍ଲାପାଳ ଶ୍ରୀ ମୁନିଷ ଅଗ୍ରୱାଲ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା । ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା କଡାକଡି କରାଯାଇଥିଲା । ଜଗନ୍ନାଥଙ୍କ ଦର୍ଶନ କରିବା କୁ ପ୍ରାୟ ୩ ରୁ ୪ ହଜାର ଭକ୍ତଙ୍କ ଭିଡ଼ ଲାଗିଥିଲା । ରଥ ମାଉସୀ ମା ମନ୍ଦିର ନିକଟରେ ପହଞ୍ଚାଇବା ପାଇଁ ଭକ୍ତମାନେ ଅତି ଆନନ୍ଦର ସହିତ ଟାଣି ପହଞ୍ଚିଥିଲେ । ଅନ୍ୟ ଏକ ରଥ ଫରେଷ୍ଟ ଅଫିସ ଠାରୁ ବାହାରି ଥିଲା । ଏହି ରଥକୁ ଜିଲ୍ଲା ଫରେଷ୍ଟ ଅଫିସର ଛେରା ପହଁରା କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ଦେଲା ବିଦ୍ଯାର୍ଥୀ ପରିଷଦ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୬): କରୋନା ମହାମାରୀ ପ୍ରତିହତ କରିବାରେ ଚିକିତ୍ସକ, ନର୍ସ, ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ଅଗ୍ନିଶମ କର୍ମଚାରୀମାନଙ୍କ ଅବଦାନ ଅତୁଳନୀୟ। ନିଜର ପରିବାର...

ଅସହାୟ ଲୋକ କଳାକାର ମାନଙ୍କୁ ସହାୟତା ପ୍ରଦାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୪/୬): ତାଲାବନ୍ଦ ଯୋଗୁଁ ଲୋକ କଳାକାର ମାନେ ଅନେକ ଅସୁବିଧା ଭିତରେ କାଳାତିପାତ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମ...

ରାୟଗଡରେ କଭିଡ ଚିହ୍ନଟ ହେଲା ପରେ କଣ୍ଟେନମେଣ୍ଟ ଅଞ୍ଚଳରେ ସ୍ଥିତି ପରଖିଲେ ଉପଜିଲ୍ଲାପାଳ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ (୦୪/୦୬): ଗତକାଲି ରାୟଗଡରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲାପରେ ଜିଲ୍ଲା ପ୍ରଶାସନ ତରଫରୁ ତୁରନ୍ତ ସହରର ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଅଞ୍ଚଳ...

Recent Comments

%d bloggers like this: