Friday, October 2, 2020
Home Government News ଡ୍ରେନ ସଫା କଲେ ଗ୍ରାମବାସୀ

ଡ୍ରେନ ସଫା କଲେ ଗ୍ରାମବାସୀ

ରିପୋର୍ଟ: ଏନ.ସନ୍ତୋଷ କୁମାର
ବୈପାରୀଗୁଡା(୦୬/୦୭): ବୈପାରୀଗୁଡା ବ୍ଲକ ରାମଗିରି ପଞ୍ଚାୟତ ସଦର ମହକୁମାରେ ଥିବା ହାଟପଦା ମୁଖ୍ୟ ରାସ୍ତାକଡ ଡ୍ରେନ ସଫା କଲେ ଗ୍ରମବାସୀ |

ଡ୍ରେନଟି ଅଳିଆ ଆବର୍ଜନାରେ ଭରିଯିବା ଫଳରେ ପହିଲି ବର୍ଷାରେ ଅପରିସ୍କାର ପାଣି ରାସ୍ତା ଉପରେ ବହିଯାଉଥିଲା | ଯାହାକି ଗ୍ରାମବାସୀ, ବିଦ୍ୟାଳୟ ଛାତ୍ରଛାତ୍ରୀ, ବେପାରୀ, ସମସ୍ତଙ୍କୁ ଏହି ଅପରିଷ୍କାର ପାଣି ମଧ୍ୟରେ ଯିବାଆସିବାକୁ ପଡୁଥିଲା ଏବଂ ବିଭିନ୍ନ ସଂକ୍ରମକ ରୋଗରେ ବହୁ ଅସୁବିଧା ଭୋଗୁଥିବା ବେଳେ ଏହି ଅସୁବିଧା ପଞ୍ଚାୟତକୁ ଜଣେଇଲେବି କିଛି ପଦକ୍ଷେପ ନ ନେବା ଯୋଗୁଁ ଗ୍ରାମବାସୀ ଏକାଠି ହୋଇ ସଫେଇ କରିବା ପାଇଁ ନିଷ୍ପତି ନେଇ ସଫେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିବା ଜଣାପଡିଛି | ଏହି ସଫେଇ କାଯ୍ୟକ୍ରମକୁ ବୁଦ୍ଧିଜୀବୀ ମହଲରେ ସ୍ବାଗତ କରିଥିବା ଜଣାପଡିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଟିକଟକରୁ ସମଲିଙ୍ଗୀ ସମ୍ପର୍କ, ନାବାଳିକାକୁ ଅପହରଣ କରି ପଶ୍ଚିମବଙ୍ଗ ଯୁବତୀ ଗିରଫ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // କଳାହାଣ୍ଡି (୦୧/୧୦): ସମଲିଙ୍ଗୀ ସମ୍ପର୍କକକୁ ନେଇ ପଶ୍ଚିମ ବଙ୍ଗର ଜଣେ ଯୁବତୀ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣ କରି ଗିରଫ ହୋଇଥିବା ଘଟଣା...

ସ୍ବର୍ଗତଃ ରାଧେଶ୍ୟାମ ପୁରୋହିତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ସାଂସଦ ସୁରେଶ ପୁଝାରୀ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୦୧/୧୦):ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପ୍ରଦୀପ ପୁରୋହିତଙ୍କ ପିତା ତଥା ପାଇକମାଲର ବହୁ ପ୍ରତିଷ୍ଠିତ ପୁରୋହିତ...

ବରଗଡ଼ ସାଂସଦଙ୍କ ପଦ୍ମପୁର ଗ୍ରସ୍ତ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୦୧/୧୦): ବରଗଡ଼ ସାଂସଦ ଶ୍ରୀ ସୁରେଶ ପୂଜାରୀ ଆଜି ପଦ୍ମପୁର ଗ୍ରସ୍ତ ଅବସରରେ ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ କରୋନା ମୁକାବିଲା ସଂକ୍ରାନ୍ତୟ...

ପାରମ୍ପରିକ ଦଶହରା ପର୍ବ ପାଳନ ପାଇଁ ଜରୁରୀ ବୈଠକ

ରିପୋର୍ଟ: ରବିଶଙ୍କର ମହାପାତ୍ର // କୋରାପୁଟ(୦୧/୧୦): କୋରାପୁଟ ଜିଲ୍ଲା କୋଟପାଡ଼ ଶ୍ରୀ କନକମଣି ମାଉଲୀ ମାଁ ମନ୍ଦିର ପ୍ରାଙ୍ଗଣରେ ବୁଧବାର ସନ୍ଧ୍ୟା ୭ଟା ୩୦ ମିନିଟ ସମୟରେ ଦଶହରା ପର୍ବ ପାଳନ ପାଇଁ ଜରୁରୀ...

Recent Comments

%d bloggers like this: