Saturday, August 15, 2020
Home Government News ଏସ୍‌ସିବି ୟୁରୋଲୋଜି ବିଭାଗର ମୁଖ୍ୟଙ୍କ ନିଲମ୍ୱନ ଦାବିରେ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ

ଏସ୍‌ସିବି ୟୁରୋଲୋଜି ବିଭାଗର ମୁଖ୍ୟଙ୍କ ନିଲମ୍ୱନ ଦାବିରେ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ

କଟକ : କଟକ ବଡ଼ ମେଡ଼ିକାଲର ୟୁରୋଲୋଜି ବିଭାଗର ମୁଖ୍ୟଙ୍କ ନିଲମ୍ୱନ ଦାବିରେ ଜୁନିୟର ଡାକ୍ତରୀ ଛାତ୍ରଛାତ୍ରୀ ଆନ୍ଦୋଳନ କରିଛନ୍ତି। ଯାହାଫଳରେ ରୋଗୀ ସେବା ଏକ ପ୍ରକାର ପ୍ରଭାବିତ ହୋଇଛି। ଏସ୍‌ସିବି ୟୁରୋଲୋଜି ବିଭାଗର ମୁଖ୍ୟଙ୍କ ନିଲମ୍ୱନ ଦାବିରେ ଜୁନିୟର ଡାକ୍ତର ସଂଘର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନକୁ ସମର୍ଥନ କରି ଆଜି ଏଥିରେ ସାମିଲ ହୋଇଛନ୍ତି ହାଉସ୍‌ସର୍ଜନ ଓ ସିନିଅର ରେସିଡେଣ୍ଟ ସଂଘ। ଆଜିଠାରୁ ୧୫୦ ଜଣ ହାଉସ୍‌ସର୍ଜନ ଓ ୧୬୦ ଜଣ ସିନିଅର ରେସିଡେଣ୍ଟ ଛାତ୍ରଛାତ୍ରୀ ସାମୂହିକ ଛୁଟିରେ ଯାଇଛନ୍ତି। ଯାହାଦ୍ୱାରା ମେଡ଼ିକାଲରେ ସ୍ୱାସ୍ଥ୍ୟ ସେବା ପ୍ରକାର ପ୍ରଭାବିତ ହୋଇଛି। ଅନ୍ୟପକ୍ଷରେ ଶିଶୁ ଭବନରେ ରୋଗୀ ଚିକିତ୍ସା ପାଇଁ ଡାକ୍ତର ଅଭାବ ଦେଖାଦେବାରୁ ଉତ୍ତେଜନା ପ୍ରକାଶ ପାଇଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରରେ ୯୨

ବଲାଙ୍ଗୀର (ଓଡିଶା ନ୍ୟୁଜ୨୪-ବ୍ୟୁରୋ-୧୫/୦୮): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯୧ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ...

ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରିଗୁଡା (୧୫/୦୮): ବୈପାରିଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି l କରୋନା ପରି ମହାମାରୀ...

ଏବିପିଏସ ଛାତ୍ରଛାତ୍ରୀଙ୍କୁ ରୋଟାରୀଆନଙ୍କ ପକ୍ଷରୁ ୪୦ଗୋଟି ଆଇପ୍ୟାଡ଼ ପ୍ରଦାନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ସାରା ବିଶ୍ୱ ଜନତା ଓ କରୋନା ମହାମାରୀର ଛକାପଞ୍ଝା ଭିତରେ ଅତ୍ୟଧିକ ପ୍ରଭାବିତ ହୋଇଛନ୍ତି ଆଗାମୀ ପିଢ଼ି କୁହାଯାଉଥିବା ଶିକ୍ଷାର୍ଥୀ ମାନେ l...

FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ରାୟଗଡ଼ା ସହରର FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ | ଲୁଟର ଶିକାର ହୋଇଥିବା...

Recent Comments

%d bloggers like this: