Related Contents

ବିଶ୍ୱକପ କ୍ରିକେଟ ସେମିଫାଇନାଲରେ ଭାରତର ପରାଜୟ ପରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରିପୋର୍ଟ: ଚିତ୍ତରଞ୍ଜନ ବାଗ
କଳାହାଣ୍ଡି(୧୧/୦୭): ବିଶ୍ୱ କପରେ ଟିମ ଇଣ୍ଡିଆ ପରାଜୟ ପରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବକ |

ସୂଚନା ମୁତାବକ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ସିଙ୍କବାହାଡ଼ି ଗାଁର ଜଣେ ଯୁବକ ସମ୍ବାରୁ ଭୋଇ ବୋଲି ଜଣା ପଡ଼ିଛି | ଗୁରୁତର ଅବସ୍ଥାରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇ ଥିବା ଜଣାପଡିଛି |

Leave a Reply

This site uses Akismet to reduce spam. Learn how your comment data is processed.