Friday, August 14, 2020
Home District News ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତାଲା, ଅଫିସ ଶୂନଶାନ- ବାଇକ ଜଗିଛି ଅଫିସ

ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ତାଲା, ଅଫିସ ଶୂନଶାନ- ବାଇକ ଜଗିଛି ଅଫିସ

ରିପୋର୍ଟ – ଜଗନ କୁମାର ସେଠୀ
ଗଞ୍ଜାମ(୧୧/୦୭): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଫିସ ଟାଇମରେ ମଧ୍ୟ ତାଲା | ସେଠି ବାଇକ ଜଗିଛି ଅଫିସ | ଜଣେ ମହିଳା ପିଅନକୁ ଛାଡିଦେଲେ ଆଉ ସମସ୍ତ କର୍ମଚାରୀଙ୍କ ଚୌକି ପଡିଛି ଫାଙ୍କା |

ସାମ୍ବାଦିକମାନେ ଫୋଟୋ ଉଠାଇ ନ୍ୟୁଜ ନ କରିବା ପୂର୍ବରୁ ଫୋନରେ ମିଳୁଛି ଧମକ | ଏକ କଲ ରେକର୍ଡରେ ଦିଗପହଣ୍ଡି ଏମଆଇ ସହକାରୀ ଯନ୍ତ୍ରୀ ସନାତନ ସ୍ୱାଇଁ ଧମକ ଦେଇ କହିଛନ୍ତି |କିଭଳି ଭାଷାରେ ପ୍ରମେୟ ନ୍ୟୁଜ୭ର ସାମ୍ବାଦିକ ସତ୍ୟ ନାରାୟଣ ପାଢ଼ୀଙ୍କୁ କହୁଛନ୍ତି ଏ କଣ ମାଡ଼ ଖାଇବା ବୁଦ୍ଧି, ଫୋଟୋ ଭିଡ଼ିଓ ଉଠାଇବାକୁ କିଏ ବୋଲି କହିଛନ୍ତି | ଏହି ଘଟଣାକୁ ଓଡ଼ିଶା ସାମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା ସଭାପତି ରବୀନ୍ଦ୍ର ନାଥ ପଟ୍ଟନାୟକ ନିନ୍ଦା କରିବା ସହ ଆଗାମୀ ଦିନରେ ସାମ୍ବାଦିକଙ୍କ ଯଦି କୌଣସି ଅସୁବିଧା ହୁଏ ତାହେଲେ ଯନ୍ତ୍ରୀ ଦାୟୀ ରହିବେ ବୋଲି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: