Advertisements
Monday, July 6, 2020
Home Development ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ‘ଖୁସି’-ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ...

ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ‘ଖୁସି’-ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ ନାପକିନ୍

ଭୁବନେଶ୍ୱର: ସ୍କୁଲ ଛାତ୍ରୀଙ୍କୁ ମାଗଣାରେ ମିଳିବ ସାନିଟାରୀ ନାପକିନ୍। ଏଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା ‘ଖୁସି’। ଏହି ଖୁସି ଯୋଜନା ଅଧୀନରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀମାନଙ୍କୁ ମାଗଣା ସାନିଟାରୀ ନାପକିନ୍ ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧୭ ଲକ୍ଷ ଛାତ୍ରୀ ଉପକୃତ ହେବେ ବୋଲି ସରକାର ହିସାବ ରଖିଛନ୍ତି। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଛାତ୍ରୀଙ୍କୁ ଏହି ଯୋଜନା ଅଧୀନରେ ନାପକିନ୍ ମିଳିବ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: