Advertisements
Friday, June 5, 2020
Home Business & Private ୭ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଉପରେ ୧୧କୋଟି ଟଙ୍କା ଜରିମାନା ପରେ ଷ୍ଟେଟ ବ୍ୟାଙ୍କ ଉପରେ ୫୦ଲକ୍ଷ...

୭ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଉପରେ ୧୧କୋଟି ଟଙ୍କା ଜରିମାନା ପରେ ଷ୍ଟେଟ ବ୍ୟାଙ୍କ ଉପରେ ୫୦ଲକ୍ଷ ଜରିମାନା

ଭୁବନେଶ୍ୱର(୦୩/୦୮): ଗତକାଲି ୭ଟି ବ୍ୟାଙ୍କ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଜରିମାନା ଲଗାଇବା ପରେ ଆଜି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ (ଏସବିଆଇ) ଉପରେ ମଧ୍ୟ ଜରିମାନା ବସାଇଛି । ବ୍ୟାଙ୍କ୍ ଠକେଇ ସମ୍ପର୍କିତ ସୂଚନା ପ୍ରଦାନ କରି ନ ଥିବାରୁ ଆରବିଆଇ ପକ୍ଷରୁ ଷ୍ଟେଟ୍ ବ୍ୟାଙ୍କ ଉପରେ ୫୦ଲକ୍ଷ ଟଙ୍କାର ଜରିମାନା ବସାଯାଇଥିବା ସୂଚନା ମିଳିଛି ।

ବ୍ୟାଙ୍କିଂ ରେଗୁଲେସନ ଆକ୍ଟ ଅନୁସାରେ ନିୟମ ଉଲ୍ଲଂଘନ କରିଥିବାରୁ ଏହି ଜରିମାନା ବସାଯାଇଥିବା ଆରବିଆଇ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ବିଭିନ୍ନ ନିୟମ ଉଲ୍ଲଂଘନ କରିଥିବାରୁ ଆରବିଆଇ ପକ୍ଷରୁ ଭାରତର ୭ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଉପରେ ମୋଟ୍ ୧୧କୋଟି ଟଙ୍କାର ଜରିମାନା ଲଗାଯାଇଥିଲା । ଏହି ୭ଟି ବ୍ୟାଙ୍କ ହେଲେ ବ୍ୟାଙ୍କ୍ ଅଫ୍ ବରୋଦା, ବ୍ୟାଙ୍କ୍ ଅଫ୍ ଇଣ୍ଡିଆ, ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ୍, ୟୁନିୟନ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ, ବ୍ୟାଙ୍କ୍ ଅଫ୍ ମହାରାଷ୍ଟ୍ର, ଆହ୍ଲାବାଦ ବ୍ୟାଙ୍କ ଏବଂ ଓରିଏଣ୍ଟାଲ ବ୍ୟାଙ୍କ୍ ଅଫ୍ କମର୍ସ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ଦେଲା ବିଦ୍ଯାର୍ଥୀ ପରିଷଦ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୬): କରୋନା ମହାମାରୀ ପ୍ରତିହତ କରିବାରେ ଚିକିତ୍ସକ, ନର୍ସ, ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ଅଗ୍ନିଶମ କର୍ମଚାରୀମାନଙ୍କ ଅବଦାନ ଅତୁଳନୀୟ। ନିଜର ପରିବାର...

ଅସହାୟ ଲୋକ କଳାକାର ମାନଙ୍କୁ ସହାୟତା ପ୍ରଦାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୪/୬): ତାଲାବନ୍ଦ ଯୋଗୁଁ ଲୋକ କଳାକାର ମାନେ ଅନେକ ଅସୁବିଧା ଭିତରେ କାଳାତିପାତ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମ...

ରାୟଗଡରେ କଭିଡ ଚିହ୍ନଟ ହେଲା ପରେ କଣ୍ଟେନମେଣ୍ଟ ଅଞ୍ଚଳରେ ସ୍ଥିତି ପରଖିଲେ ଉପଜିଲ୍ଲାପାଳ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ (୦୪/୦୬): ଗତକାଲି ରାୟଗଡରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲାପରେ ଜିଲ୍ଲା ପ୍ରଶାସନ ତରଫରୁ ତୁରନ୍ତ ସହରର ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଅଞ୍ଚଳ...

Recent Comments

%d bloggers like this: