Advertisements
Tuesday, June 2, 2020
Home Government News କନ୍ଧମାଳରେ ବସ ଦୁର୍ଘଟଣା, ୩୦ରୁ ଅଧିକ ଯାତ୍ରୀ ଆହତ, ୧୦ଜଣ ଗୁରୁତର

କନ୍ଧମାଳରେ ବସ ଦୁର୍ଘଟଣା, ୩୦ରୁ ଅଧିକ ଯାତ୍ରୀ ଆହତ, ୧୦ଜଣ ଗୁରୁତର

ରିପୋର୍ଟ: ବିଭୁତି ଲହରିଆ
କନ୍ଧମାଳ(୧୯/୦୮): କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଡାଡୁମାହା ଘାଟିରେ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡିଛି । ବସଟି ଭାରସାମ୍ୟ ହରାଇ ୩୦ଫୁଟ ତଳକୁ ଖସି ପଡିଛି |

୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି ଓ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡିଛି । କୋଟଗଡ଼ ପୋଲିସ୍ ଓ ମେଡିକାଲ ଟିମ ସହ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ କୋଟଗଡ଼ ମେଡିକାଲରେ ଭର୍ତ୍ତି କରାଯାଉଛି | ଏହି ବସଟି କୋଟଗଡ଼ରୁ ଶ୍ରୀରାମପୁର୍ ଯାଉଥିଲା | ବସଟି ହେଉଛି ଦିପକ୍ ନାମକ ଘରୋଇ ବସ୍ ।ଦଶ ଜଣ ଗୁରୁତର ଆହତଙ୍କୁ ବାଲିଗୁଡା ଡାକ୍ତରଖାନାକୁ ପଠାଇଦିଆଯାଇଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କ୍ଲଷ୍ଟରସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ସମାରୋହ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ପଡା ଗ୍ରାମରେ କ୍ଲଷ୍ଟର ସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି ।...

୬୮ ବୋତଲ କଫ୍ ସିରପ ସହ ଜଣେ ଗିରଫ, ପଦ୍ମପୁର

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧ /୬): ପଦ୍ମପୁର ଉପ ଖଣ୍ତ ଜଗଦଲପୁର ପୋଲିସ ଧୁମାଭଟା ଛକରୁ ଲଖମରା ତାରିଣୀ ମନ୍ଦିର ରାସ୍ତାରେ ଜଣେ କଫ୍...

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

Recent Comments

%d bloggers like this: