Advertisements
Thursday, July 2, 2020
Home District News ଓଡ଼ିଆ ବିଭାଗ ତରଫରୁ ପାଠଚକ୍ର ଆୟୋଜନ

ଓଡ଼ିଆ ବିଭାଗ ତରଫରୁ ପାଠଚକ୍ର ଆୟୋଜନ

ରିପୋର୍ଟ: ବିଭୁତି ଲହରିଆ
ବାଲିଗୁଡା(୨୯/୦୮): ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ‘ରେବତୀ: ଫକୀର ମୋହନ ସେନାପତିଙ୍କ ଅମ୍ଲାନ ସୃଷ୍ଟି ‘ଏକ ପାଠଚକ୍ର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ଼. ବିଭୁତି ଭୂଷଣ ଆଚାର୍ଯ୍ୟଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି |

ଏଥିରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶରତ ଚନ୍ଦ୍ର ବେହେରା ଯୋଗ ଦେଇ ଫକୀର ମୋହନ ସେନାପତିଙ୍କ ଫୋଟୋ ଚିତ୍ରରେ ଦୀପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ପାଠଚକ୍ର ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ବିଭାଗୀୟ ଅଧ୍ୟାପିକା ସୁଲୋଚନା କହଁର, ସ୍ନେହଲତା ମାଝୀ, ଅଧ୍ୟାପକ ସୁଦର୍ଶନ ପଣ୍ଡା, ପ୍ରମୁଖ ଆଲୋଚନାରେ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କର ପାଠଚକ୍ର ସମ୍ପର୍କତ ସମସ୍ତ ସନ୍ଦେହ ମୋଚନ କରିଥିଲେ | ଶେଷରେ ଶ୍ରୀ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବେସରକାରୀ ଫାଇନାନ୍ସ ଜବରଦସ୍ତ ଋଣ ଆଦାୟ ଅଭିଯୋଗ

ରିପୋର୍ଟ : ଜଗଦୀଶ ଦାସ //ରାଇକିଆ (୦୧/୦୭ ): ସାରାବିଶ୍ୱରେ ବିଶ୍ୱମହାମାହାମାରୀ କାରୋନା କାୟାବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ କାରୋନା ଆତଙ୍କ ଖେଳାଇଛି ଦିନକୁ ଦିନ କୋରନା...

ମାକ୍ସ ପିନ୍ଧିବା ଲାଗି ସଚେତନ କଲେ ପୁଲିସ କର୍ମଚାରୀ

ରିପୋର୍ଟ୍: ଜଗନ୍ନାଥ ଦଳେଇ //ଖଇରପୁଟ (୧/୭): ଦିନକୁ ଦିନ ଭୟାବହ ସୃଷ୍ଟି କରୁଛି କରନାରେ ଏହି ସଂକ୍ରାମକ ରୋଗ। ପ୍ରତି ଦିନ ୧୦୦ ରୁ ଉର୍ଦ୍ଧ ଵଡୁଛନ୍ତି କରନାରେ...

ବିନା ରଥରେ ମହାପ୍ରଭୁ ଜନ୍ମ ବେଦୀ ରୁ ମନ୍ଦିରକୁ ଫେରିଲେ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧୵ ୭): ବରଗଡ ଜିଲ୍ଲା ଝାରବନ୍ଧ ଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ବଳଭଦ୍ର ଏ ସୁଭଦ୍ରା ମାଉଁସୀ ମନ୍ଦିରରେ ନଅଦିନ...

ଆଲୋମଣ୍ଡା ଓ ଡୁମାଡ଼ଙ୍ଗର ସାପ୍ତାହିକ ବୁଧବାର ବଜାର ବନ୍ଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୧:୭:୨୦): କୋରାପୁଟ ଜିଲା ଅନ୍ତର୍ଗତ ବନ୍ଧୁଗାଁ ବ୍ଲକରେ ଗତ ୨୭ ତାରିଖ ଦିନ ୧୦ କରନା ରୋଗୀ ଚିହ୍ନଟ ହୋଇଥିବା ସହ...

Recent Comments

%d bloggers like this: