Related Contents

ସାରଙ୍ଗଗଡ଼ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ଜଗଦୀଶ ଦାସ
ରାଇକିଆ(୩୦/୦୮): କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ଅନ୍ତର୍ଗତ ସାରଙ୍ଗଗଡ଼ ପଂଚାୟତ ସାରଙ୍ଗଗଡ଼ ର କନ୍ଧମାଳ ମହାବିଦ୍ୟାଳୟ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି |

ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଅଶ୍ୱିନ କୁମାର ପାତ୍ର, ଜିତୁ ସାହୁ, କାହ୍ନ, ଅଜୟ ଦାସ, ଲବ ଶତପଥୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ରକ୍ତଦାନ କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିଥିଲେ |

Comments are closed.