Advertisements
Tuesday, July 7, 2020
Home Death Case ସାପ କାମୁଡ଼ାରେ ମହିଳା ମୃତ

ସାପ କାମୁଡ଼ାରେ ମହିଳା ମୃତ

ରିପୋର୍ଟ: ଦେବେନ୍ଦ୍ର ନାୟକ
କାଶୀପୁର(୦୭/୦୯): କାଶୀପୁର ବ୍ଲକ ଅଡାଯୋର ପଂଚାୟତର କୋଲେର ମାସ୍କା ଗ୍ରାମର ହରବାଟି ଗୌଡ଼(୪୦), ସ୍ୱାମୀ ଖାତା ଗୌଡ଼ ଗତକାଲି ରାତିରେ ଶୋଇଥିବା ସମୟରେ କୌଣସି ଏକ ବିଷାକ୍ତ ସାପ ତାଙ୍କ ବାମ ହାତ ପାପୁଲି ପଛପଟେ ଚୋଟ ମାରିଦେଇଥିଲେ |

ରାତିରେ ଆଣିବା ପାଇଁ କୌଣସି ଗାଡି ନ ମିଳିବାରୁ ଆଜି ସକାଳ ୧୦ଟା ସମୟରେ ଅତି ଗୁରୁତର ଅବସ୍ଥାରେ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଣିଥିଲେ | ଫଳରେ ଡାକ୍ତର ଲକ୍ଷ୍ମୀକାନ୍ତ ସାହୁ ଚିକିତ୍ସା କରିଥିଲେ କିନ୍ତୁ ଉକ୍ତ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ରାୟଗଡା ଜିଲ୍ଲା ଚିକିତ୍ସାଲୟ କୁ ସ୍ଥାନାନ୍ତର କରିବା ସମୟରେ ଅଧା ରାସ୍ତାରେ ମହିଳା ଜଣକ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିନା ଅସ୍ତ୍ରଶସ୍ତ୍ରରେ କରୋନା ଯୋଦ୍ଧା ସାଜିଛନ୍ତି ହୋମିଓପାଥି ଏବଂ ଆୟୁର୍ବେଦ ଡାକ୍ତର !!!

ରିପୋର୍ଟ: ରାକେଶ ମହାରଣା //କୋଦଳା (୦୬/୦୭): ବିଶ୍ୱ ମହାମାରି କୋଭିଡ୍ - ୧୯ ମୁକାବିଲା କରିବା ପାଇଁ ,ଜାତୀୟ ସ୍ୱାସ୍ଥ୍ୟ ମିଶନ ରେ କାର୍ଯ୍ୟରତ ଚୁକ୍ତି ଭିତ୍ତିକ ଆୟୁଷ...

ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ପରେ କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୦୫/୦୭): କଳାହାଣ୍ଡି ଜିଲ୍ଲା କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ। ଏହି ପଞ୍ଚାୟତର ଗଞ୍ଜେଇଗୁଡ଼ା, ବରଗାଁ,...

ପାଗଳଙ୍କ ଉନ୍ମତକାଣ୍ଡ ଲାଗି ଘର ଜଳିଲା, ୧୦ ଛେଳି ଜୀବନ ଗଲା

ରିପୋର୍ଟ: ଏନ ସନ୍ତୋଷ କୁମାର //ବୈପାରୀଗୁଡା (୦୬/୦୭): ପାଗଳ ପ୍ରକୃତି ବ୍ୟକ୍ତି ନିଜ ଘରକୁ ନିଜେ ନିଆଁ ଲଗାଇ ଜlଳିଦେଇଥିବା ପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି...

ଖାଁ ଖାଁ ଲାଗୁଛି ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ , କୋରାପୁଟ

ରିପୋର୍ଟ: ଏନ. ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ଚଳିତ ବର୍ଷ ଅଦୃଶ୍ୟ କରୋନା ମହାମାରୀ ଦୁନିଆକୁ କବଳିତ କରିଛି l ଏହି ସମୟରେ ମନ୍ଦିର ଗୁଡ଼ିକରେ ଭିଡ଼ ଲାଗିଲେ...

Recent Comments

%d bloggers like this: