Advertisements
Tuesday, June 2, 2020
Home Children Issue ଶ୍ରୀ ମାଣିକେଶ୍ବର ବିଦ୍ୟପୀଠରେ ଶିକ୍ଷଣ ସାମଗ୍ରୀ ମେଳା

ଶ୍ରୀ ମାଣିକେଶ୍ବର ବିଦ୍ୟପୀଠରେ ଶିକ୍ଷଣ ସାମଗ୍ରୀ ମେଳା

ରିପୋର୍ଟ – ଜଗନ କୁମାର ସେଠୀ
ଗଞ୍ଜାମ(୧୨/୦୯): ଆଜି କୋଦଳା ଅଧିନସ୍ଥ ଫାସି ଠାରେ ଶ୍ରୀ ମାଣିକେଶ୍ବର ବିଦ୍ୟାପୀଠ ପରିସରରେ ଶିକ୍ଷଣ ସାମଗ୍ରୀ ମେଳା ଅନୁଷ୍ଠିତ ହୋଇଯାଇଛି | କାଣ୍ଡସର କ୍ଲଷ୍ଟରର ସାଧନା ସଂଯୋଜକ ଶ୍ରୀ ନାରାୟଣ ସେଠୀଙ୍କ ତତ୍ୱାବଧାନରେ ଏହି ମେଳା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ୭୧୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା |

ଏଥିରେ ୧୧ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ | ଏଦ୍ୱାରା ଶିକ୍ଷାଦାନ ଶିକ୍ଷଣ ପ୍ରକିୟା ଶିକ୍ଷାର୍ଥୀଙ୍କୁ ଅତ୍ୟନ୍ତ ଆକୃଷ୍ଟ କରିଥାଏ | ମାଣିକେଶ୍ବର ବିଦ୍ୟପୀଠ, ବିଶ୍ୱନାଥ ସଂସ୍କୃତ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ବିଲିପଡ଼ା), କାଣ୍ଡସର ପ୍ରାଥମିକ ବିଦ୍ୟାଳୟ, ଯମେଶ୍ୱର ବାଳିକା ଉଚ୍ଚ ବିଦ୍ୟାଳୟ ଓ ମେଦିନିପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀମାନେ ଶିକ୍ଷଣ ସାମଗ୍ରୀ ପ୍ରଦଶନ କରିଥିଲେ | ଏତବ୍ୟତୀତ ଶିକ୍ଷାଦାନ ସମୟରେ ଶିକ୍ଷଣ ସାମଗ୍ରୀର ସଠିକ ବ୍ୟବହାର ମଧ୍ୟ ଛାତ୍ରୀଛାତ୍ରଙ୍କ ମନଯୋଗକୁ ଦୃଢିଭୁତ କରିବାରେ ଶିକ୍ଷଣ ସାମଗ୍ରୀ ଯଥେଷ୍ଟ ସହାୟକ ହୋଇଥାଏ | ଏହି ମେଳାରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: