Sunday, September 20, 2020
Home Development ମ. ରାମପୁର ପୋଲିସ ଦ୍ବାରା ସଚେତନତା କାର୍ଯ୍ୟକ୍ରମ

ମ. ରାମପୁର ପୋଲିସ ଦ୍ବାରା ସଚେତନତା କାର୍ଯ୍ୟକ୍ରମ

ରିପୋର୍ଟ: ହିରୋଜ କୁମାର ସାହୁ
ମ.ରାମପୁର(୧୭/୦୯): କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ପୋଲିସ ପକ୍ଷରୁ ନୂଆ ମଟର ଯାନ ନିୟମ ଉପରେ ଏକା ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିପାଇଁ ପ୍ରଥମେ ସ୍ଥାନୀୟ ମହା ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ପୋଲିସ କର୍ମଚାରି ମିଶି ଏକ ଶୋଭାଯାତ୍ରାରେ ବାହାରି ଏକ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ଏଥିରେ ସମସ୍ତ ଦୁଇ ଚକିଆ ଯାନ ଓ ଚାରିଚକିଆ ଯାନ ପାଇଁ ହେଲମେଟ ସିଲଟ ବେଲ୍ଟ୍ ପିନ୍ଧିବା ଓ ମଦ ନ ପିଇ ଗାଡି ନ ଚଳାଇବା ପାଇଁ ଜନ ସାଧାରଣଙ୍କୁ ଚକ୍ଲଟେ ଓ ଫୁଲ ଦେଇ ପୋଲିସ ପକ୍ଷରୁ ସଚେତନ କରାଯାଇଥିଲା । ପୋଲିସର ଏହି କାର୍ଯ୍ୟ କ୍ରମକୁ ଯାନ ସାଧାରଣ ପ୍ରଶଂସା କରିଥିଲେ ।

ଦୈନନ୍ଦିନ ଖବର ସହିତ ଅପଡେଟ ରହିବା ପାଇଁ ଫେସବୁକରେ ଓଡିଶା ନ୍ୟୁଜ୨୪ପେଜକୁ ଲାଇକ କରନ୍ତୁ

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପଦୋନ୍ନତି

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ ତା୧୯/୯/୨୦): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ବନ୍ଧୁଗାଁ ଶିକ୍ଷା ବିଭାଗ କାର୍ଯ୍ୟଳୟର ବିଭିନ୍ନ ସ୍କୁଲର କାର୍ଯ୍ୟରତ ଶିକ୍ଷକଙ୍କ...

ବନ୍ଧୁଗାଁ ବ୍ଲକରେ ନୂତନ ତହସିଲଦାରଙ୍କ ଯୋଗଦାନ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ ତା୧୯/୯/୨୦): ବନ୍ଧୁଗାଁ ତହସିଲ କାର୍ଯ୍ୟାଳୟରେ ନୂତନ ତହସିଲଦାର ଭାବେ ସୀମାଞ୍ଚଳ ପାତ୍ର ଯୋଗ ଦେଇଛନ୍ତି । ସେ ପୁର୍ବେ କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଠାରେ ଆଡିସନାଲ ତହସିଲଦାର...

ଉତ୍କଳ ଆଲୁମିନାର (ସିଏସଆର) ଦ୍ୱାରା ୭ଟି ଗାଁରେ ୧୧୮ଗୋଟି ହ୍ୟାଣ୍ଡପମ୍ପ ସ୍ଥାପନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୯/୦୯): ରାୟଗଡା ଜିଲ୍ଲା ଅନ୍ତର୍ଗତ ଟିକିରି ଓ ଆଖପାଖ ଅଞ୍ଚଳ ଗୁଡିକରେ ବିଶୁଦ୍ଧ ପାନୀୟ ଜଳର ବିକଟ ଅଭାବ ପରିଲକ୍ଷିତ ହୋଇଛି ଲ ଏହିପରି ଏକ...

ଆମ୍ଵାଦଳାରେ ଵଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ମୁନିଗୁଡା (୧୯/୯/୨୦): ରାୟଗଡା ଜିଲ୍ଲା ମୁନିଗୁଡା ଵ୍ଲକ ଆମ୍ବାଦଳା ବଡ ହରିଜନ ସାହିରେ ଆଜି ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ଜଣେ ଗୁରୁତର ଅବସ୍ଥାରେ...

Recent Comments

%d bloggers like this: