Advertisements
Tuesday, June 2, 2020
Home Accidental Death ଭାରସାମ୍ୟ ହରାଇ ବାଇକ ଆରୋହିର ମୃତ୍ୟୁ

ଭାରସାମ୍ୟ ହରାଇ ବାଇକ ଆରୋହିର ମୃତ୍ୟୁ

ରିପୋର୍ଟ: କୈଳାସ ମାଳବିଶୋୟୀ
ଚନ୍ଦ୍ରପୁର (୧୮/୦୯): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମାସ୍ଥିତ ଇନ୍ଦିରା ଆବାସ ସାହିର ଗଣ ବିବାର (୪୫) ବର୍ଷ, ପିତା ଭିବିସଣ ବିବାର ଚନ୍ଦ୍ରପୁର ଠାରୁ ଜାରପା ଏକ ଗ୍ଲାମର ଗାଡି ନଂ ଓଡି-୧୮-୭୧୮୮ଯୋଗେ ଯିବା ସମୟରେ ଭାରସାମ୍ୟହରାଇ ଡ୍ରେନ ତଳକୁ ଖସି ପଡିଥିଲା |

ଫଳରେ ଘଟଣାସ୍ଥଳରେ ଚନ୍ଦ୍ରପୁର ଥାନା ଭାରପ୍ରାପ୍ତ ଅଧିକାରୀ ଓ କନେଷ୍ଟବଲ ପହଂଚି ଗୁରୁତର ବାଇକ ଆରୋହିକୁ ଥାନା ଗାଡି ଯୋଗେ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ | ଡାକ୍ତରଖାନାରେ ଡାକ୍ତର ଶ୍ରୀ ପ୍ରଭାସ ମିଶ୍ର ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ | ପରେ ଶବ ବ୍ୟବଚ୍ଛେଦ କରିବା ପାଇଁ ମୁନିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ | ସ୍ଥାନୀୟ ପୋଲିସ କେଶ.ନଂ. ୨୭୯/୩୦୪ ଏ ଧାରା ଅନୁସାରେ ମାମଲା ୠଜୁକରି ତଦନ୍ତ ଜାରିରଖିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: