Advertisements
Tuesday, June 2, 2020
Home Cultural & Festival ଦେବଶୀଳ୍ପି ବିଶ୍ୱକର୍ମାଙ୍କ ପୂଜା ଇମ୍ଫା କାରଖାନାଠାରେ ପାଳିତ

ଦେବଶୀଳ୍ପି ବିଶ୍ୱକର୍ମାଙ୍କ ପୂଜା ଇମ୍ଫା କାରଖାନାଠାରେ ପାଳିତ

ରିପୋର୍ଟ: ଜ଼ିଲ୍ଲା ପ୍ରତିନିଧି ଅମୁଲ୍ୟ ନିଶଙ୍କ
ରାୟଗଡା(୧୮/୦୯): ରାୟଗଡା ଜ଼ିଲ୍ଲାର ଥେରୁବାଲି ଠାରେ ଇମ୍ଫା କାରଖାନାରେ ଦେଵଶୀଳ୍ପି ବିଶ୍ୱକର୍ମାଙ୍କ ପୂଜା ମହାଆଡମ୍ବରରେ ପାଳିତ ହୋଇଯାଇଛି |

ଏହି କାରଖାନାର ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ମିଳିତ ସହଯୋଗରେ ପାଳିତ ହୋଇଥିଲା | ଆଖପାଖ ଅଂଚଳର ବହୁ ଶ୍ରଦ୍ଧାଳୁ ପୂଜାରେ ଉପସ୍ଥିତ ରହିଥିଲେ | ସଂଧ୍ୟା ସମୟରେ ଏକ ମନୋରଞ୍ଜନ କାର୍ୟକ୍ରମ ଭଂଜନ ସନ୍ଧ୍ୟା ସ୍ୱରସାଗର ଭଜନ ଟ୍ରୁପ ରାୟଗଡା ଦ୍ୱାରା ଆୟୋଜନ କରାଯାଇଥିଲା | ଆଜି ଅପରାହ୍ନ ୪.୦୦ଘଂଟିକା ସମୟରେ ବିଶ୍ୱକର୍ମା ଭଗବାନଙ୍କ ବିସର୍ଜନ କାର୍ଯ୍ୟକ୍ରମ ରହିଛି | କାରଖାନାର ବରିଷ୍ଠ ପରିଚାଳକ ଶ୍ରୀ ଇ ଭି ଏମ ଉମାମହେଶ୍ୱର, ଉପସଭାପତି କେ ଭି ରାଓ ଓ ବରିଷ୍ଠ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶକ୍ତି ପାଣିଗ୍ରାହୀ ଉପସ୍ଥିତ ରହି ପରିଚାଳନା କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: