Friday, September 25, 2020
Home Development ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ରିପୋର୍ଟ: ଲୋକନାଥ ସାହୁ
ଗୁଡାରି(୧୯/୦୯): ଗୁଡାରି ସହରର କିଛି ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହବାନ୍ଧିବା ନିମନ୍ତେ କାର୍ଯ୍ୟାଦେଶପତ୍ର ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗଙ୍କ ଦ୍ୱାରା ବଣ୍ଟନ କରାଯାଇଅଛି ।

ଏହି କାର୍ଯ୍ୟାଦେଶ ବଣ୍ଟନ ସଭାରେ ଗୁଡାରି ତହସିଲଦାର ମହୋଦୟା, ଗୁଡାରି ଇ.ଓ, ଗୁଡାରି ଥାନା ଅଧିକାରୀ ଉପସ୍ଥିତ ହୋଇଥିଲେ । ଗୁଡାରି ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ୩୮ଜଣ ଗୃହ ବନ୍ଧିବା ନିମନ୍ତେ କାର୍ଯ୍ୟାଦେଶ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ କିଛି ବିଜୁ ଜନତା ଦଳ କର୍ମୀ ସାମିଲ ହେବା ଦେଖାଯାଇଥିଲା ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଜଣେ ମୃତ

ରିପୋର୍ଟ: ସତ୍ୟଜିତ ବାରିକ // ଯାଜପୁର (୨୪/୦୯): ବରୀ ବ୍ଲକ ଅଧିନସ୍ଥ ଆନ୍ୟାସପୁର ଗ୍ରାମ ରେ ପ୍ରେମ ବିବାହ କୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଜଣକର ମୃତୁ ଘଟିଛି...

ବିଜେପି ନେତା ବି. ସୁବାଷ ଚନ୍ଦ୍ରପାତ୍ରଙ୍କ ବିୟୋଗରେ ଶୋକ

ରିପୋର୍ଟ: ବିଭୁତି ଲହରିଆ // ବାଲିଗୁଡା ୨୪/୯): ବାଲିଗୁଡାର ବରିଷ୍ଠ ବିଜେପି ନେତା ବି ସୁବାଷ ଚନ୍ଦ୍ର ପାତ୍ରଙ୍କ ବିୟୋଗରେ କନ୍ଧମାଳ ବିଜେପି ପକ୍ଷରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଶୋକ ସଭା ଅନୁଷ୍ଠିତ...

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ୱାରା ଜୁନାଗଡ ହାଇଟେକ ଥାନା ଉଦଘାଟିତ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // କଳାହାଣ୍ଡି ତା୨୪.୦୯.୨୦୨୦): କଳାହାଣ୍ଡି ଜିଲ୍ଲା ଜୁନାଗଡ ଠାରେ ହାଇଟେକ ଥାନା ଉଦଘାଟିତ ହୋଇଯାଇଛି । ଓଡିଶା ର ମାନ୍ୟବର ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଉଦଘାଟନ...

ଧାନ ଫସଲ ରେ ଅଜଣା ରୋଗ, କାମ ଦଉନି କୀଟନାଶକ,ଚିନ୍ତାରେ ଚାଷୀ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର,ତା ୨୪ /୯/୨୦): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକରେ ୧୪ ଟି ପଞ୍ଚାୟତର ବିଭିନ୍ନ ଗ୍ରାମ ରେ ଧାନ ଫସଲରେ ମାଡି ଚାଲିଛି...

Recent Comments

%d bloggers like this: