Advertisements
Tuesday, June 2, 2020
Home Business & Private ପ୍ରସନ୍ନ ମିଶ୍ରଙ୍କୁ "କ୍ୟାପିଟାଲ ପୋଷ୍ଟର" ତରଫରୁ ସମ୍ବର୍ଦ୍ଧନା

ପ୍ରସନ୍ନ ମିଶ୍ରଙ୍କୁ “କ୍ୟାପିଟାଲ ପୋଷ୍ଟର” ତରଫରୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ ପାଣି
ପାଇକମାଲ(୨୧/୦୯): ଜନଗଣ ଓ ପଲ୍ଲୀ ଠାରୁ ସହର ପର୍ଯ୍ୟନ୍ତ ସାମୁହିକ ସ୍ବାର୍ଥ ପାଇଁ ଅନବରତ କାର୍ଯ୍ୟରତ ସାପ୍ତାହିକ ପତ୍ରିକା “ଗଣ ଇସ୍ତାହାର”ର ସଂପାଦକ ପ୍ରସନ୍ନ କୁମାର ମିଶ୍ରଂକୁ ଭୁବନେଶ୍ବର “କ୍ୟାପିଟାଲ ପୋଷ୍ଟର ” ତରଫରୁ ସମ୍ବର୍ଦ୍ଧିତ କରାଯାଇଛି ।

ଏକ ବର୍ଣ୍ଣାଢ୍ୟ ପରିବେଶରେ ବିଧାନ ସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ପ୍ରାକ୍ତନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ଘଡେଇ, ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ଓ ସୁରେଶ ସାହୁ ମଂଚାସୀନ ଅତିଥି ଥିଲେ । ସମ୍ବାଦ ଓ ସମ୍ବାଦପତ୍ର ସହ ଶ୍ରୀ ମିଶ୍ର ଅନବରତ କାର୍ଯ୍ୟ କରି ସାମ୍ବାଦିକ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଯୋଗୁଁ ଏହି ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି । ତାଂକର ସମ୍ମାନ ଯୁବ ସାମ୍ବାଦିକମାନଂକୁ ପ୍ରେରଣା ଦେବ ବୋଲି ପାଇକମାଲ ସାମ୍ବାଦିକ ସଂଘ ଅଭିନନ୍ଦନ ଜଣାଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: