Advertisements
Tuesday, July 7, 2020
Home District News ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ରିପୋର୍ଟ: ଦେବେନ୍ଦ୍ର ନାୟକ
କାଶୀପୁର(୨୬/୦୯ ): କାଶୀପୁର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଆଜି ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | ଏହି ପ୍ରତିଯୋଗିତାରେ ବ୍ଲକ୍ର ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ସମସ୍ତ ବିଦ୍ୟାଳୟର କ୍ରିଡାସିକ୍ଷକ ଉପସ୍ଥିତ ରହିଥିଲେ |

ଏହି ଅବସରରେ ଭଲିବଲ, ସଟ ଫୁଟ, ଉଚ୍ଚ ଡିଆଁ, ଲମ୍ବା ଡିଆଁ, ଖୋ ଖୋ, କବାଡି ଭଳି ଶାରୀରିକ କ୍ରୀଡା ଅନୁଷ୍ଠିତ ହୋଇଥିଲା | ଏହି ଅବସରରେ ସମସ୍ତ କ୍ରୀଡ଼ାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପିଲାମାନେ ଜିଲ୍ଲା ସ୍ତରକୁ ଉନ୍ନୀତ ହେବେ ବୋଲି ଏବିଇଓ ଶ୍ରୀ ରେଙ୍ଗୁ ନାୟକ କହିଛନ୍ତି | ମୁଖ୍ୟ ଅତିଥି ଭାବେ ତହସିଲଦାର ଶ୍ରୀ ସୌଭାଗ୍ୟ ବେହେରା, ସମ୍ମାନିତ ଅତିଥି ଭାବେ ବିଡ଼ିଓ ଶ୍ରୀ ବେଦବର ପ୍ରଧାନ, ମୁଖ୍ୟବକ୍ତା ଭାବେ ଶ୍ରୀ କୁଳମଣି ବଳିୟାର ସିଂହ ଯୋଗ ଦେଇଥିବା ବେଳେ ଏହାର ପରିଚାଳନା ଦାୟିତ୍ୱ ଏବିଇଓ ଶ୍ରୀ ରେଙ୍ଗୁ ନାୟକ ନେଇଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିନା ଅସ୍ତ୍ରଶସ୍ତ୍ରରେ କରୋନା ଯୋଦ୍ଧା ସାଜିଛନ୍ତି ହୋମିଓପାଥି ଏବଂ ଆୟୁର୍ବେଦ ଡାକ୍ତର !!!

ରିପୋର୍ଟ: ରାକେଶ ମହାରଣା //କୋଦଳା (୦୬/୦୭): ବିଶ୍ୱ ମହାମାରି କୋଭିଡ୍ - ୧୯ ମୁକାବିଲା କରିବା ପାଇଁ ,ଜାତୀୟ ସ୍ୱାସ୍ଥ୍ୟ ମିଶନ ରେ କାର୍ଯ୍ୟରତ ଚୁକ୍ତି ଭିତ୍ତିକ ଆୟୁଷ...

ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ପରେ କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୦୫/୦୭): କଳାହାଣ୍ଡି ଜିଲ୍ଲା କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ। ଏହି ପଞ୍ଚାୟତର ଗଞ୍ଜେଇଗୁଡ଼ା, ବରଗାଁ,...

ପାଗଳଙ୍କ ଉନ୍ମତକାଣ୍ଡ ଲାଗି ଘର ଜଳିଲା, ୧୦ ଛେଳି ଜୀବନ ଗଲା

ରିପୋର୍ଟ: ଏନ ସନ୍ତୋଷ କୁମାର //ବୈପାରୀଗୁଡା (୦୬/୦୭): ପାଗଳ ପ୍ରକୃତି ବ୍ୟକ୍ତି ନିଜ ଘରକୁ ନିଜେ ନିଆଁ ଲଗାଇ ଜlଳିଦେଇଥିବା ପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି...

Recent Comments

%d bloggers like this: