Advertisements
Tuesday, June 2, 2020
Home National News ସି.ଆର୍.ପି.ଏଫ୍ ର ସ୍ବଚ୍ଛ ସଚେତନତା କାର୍ଯ୍ୟକ୍ରମ

ସି.ଆର୍.ପି.ଏଫ୍ ର ସ୍ବଚ୍ଛ ସଚେତନତା କାର୍ଯ୍ୟକ୍ରମ

ରିପୋର୍ଟ: ନିରୋଜ ପାଣି
ପାଇକମାଲ(୨୭/୦୯): ବରଗଡ ଜିଲ୍ଲା ଜଗଦଳପୁର ଠାରେ ଥିବା ସି.ଆର୍.ପି.ଏଫ୍ ଜବାନମାନଂକ ଦ୍ବାରା ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଥିଲା ।

ଜବାନମାନେ ସଚେତନ ପାଇଁ ପ୍ଲାକାର୍ଡ ଧରି ଏକ ଶୋଭାଯାତ୍ରାରେ ଜଗଦଳପୁର ଗ୍ରାମ ପରିକ୍ରମା କରିଥିଲେ । ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ସିଆରପିଏଫ୍ ଜବାନଂକ ସହ ସାମିଲ ହୋଇଥିଲେ । କମାଣ୍ତେଣ୍ଟ ରାଜୀବ କୁମାରଂକ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ରାସ୍ତା ଓ ଶିକ୍ଷାନୁଷ୍ଠାନ ପରିସର ସଫେଇ କରିଥିଲେ ସିଆରପିଏଫ ଯବାନ ।
.

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: