Advertisements
Tuesday, June 2, 2020
Home Election News ବିଜେପୁରରେ ବିଜେଡି ପ୍ରାର୍ଥୀ ହେଲେ ରିତା ସାହୁ

ବିଜେପୁରରେ ବିଜେଡି ପ୍ରାର୍ଥୀ ହେଲେ ରିତା ସାହୁ

ରିପୋର୍ଟ: ଡିଳେଶ୍ୱର ବାଗ
ପଦ୍ମପୁର୯୨୮/୦୯): ବିଜେପୁର ଉପନିର୍ବଚନ ପାଇଁ ରୀତା ସାହୁ ବିଜେଡି ପାର୍ଥୀ ହୋଇଛନ୍ତି । ରାତା ସାହୁ ହେଉଛନ୍ତି ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ପତ୍ନୀ । ସୁବଳଙ୍କ ପରଲୋକ ପରେ ବିଜେଡି ପକ୍ଷରୁ ରୀତାଙ୍କୁ ଟିକେଟ ଦିଆଯାଇଥିଲା ।

କିନ୍ତୁ ଚଳିତ ବର୍ଷ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନିଜେ ବିଜେପୁର ଏବଂ ହିଞ୍ଜିଳିରୁ ଲଢିଥିଲେ । ପରେ ହିଞ୍ଜଳି ଆସନକୁ ରଖି ବିଜେପୁର ଆସନରୁ ଇସ୍ତଫା ଦେଇଥିଲେ । ସେହିପରି କଂଗ୍ରେସ ଦିଲ୍ଲୀପ କୁମାର ପଣ୍ଡାଙ୍କୁ ନିଜର ପାର୍ଥୀ କରିଛି । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏହି ନାଁ ଘୋଷଣା କରିଥିଲେ । ଏପର୍ଯ୍ୟନ୍ତ ବିଜେପି ପକ୍ଷରୁ କାହାକୁ ଟିକେଟ ମିଳିବ ଜଣାପଡିନାହିଁ | ଗତକାଲି ୫ଜଣ ନାମାଙ୍କନ ପତ୍ର କିଣିଥିବା ଜଣାପଡିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: