Advertisements
Tuesday, June 2, 2020
Home Children Issue ଚନ୍ଦନପୁର ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ଚନ୍ଦନପୁର ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ରିପୋର୍ଟ – ଜଗନ କୁମାର ସେଠୀ
ଗଞ୍ଜାମ(୦୨/୧୦): ବେଗୁନିଆପଡ଼ା ବ୍ଲକର ଚନ୍ଦନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି |

ପ୍ରଧାନ ଶିକ୍ଷୟିତ୍ରୀ ମନୋରମା ଦେବୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚନ୍ଦନପୁର ସରପଞ୍ଚ ମଧୂସୁଦନ ସାହୁ, ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ କମଳାକାନ୍ତ ସାହୁ, ସମ୍ମାନିତ ଅତିଥି ଭାବେ ସିଆରସିସି କୃଷ୍ଣ ଚନ୍ଦ୍ର ଦୋରା, ସମିତି ସଭ୍ୟ ସୁବଳ ସାହୁ, ବିଦ୍ୟାଳୟର ପରିଚାଳନା କମିଟି ସଭାପତି ସୁକାନ୍ତ ସାହୁ, ସୁମଣ୍ଡଳ କ୍ଲଷ୍ଟର୍ ସିଆରସିସି ସନ୍ତୋଷ କୁମାର ସ୍ବାଇଁ, ଦେଉଳିଆପଡା କ୍ଲଷ୍ଟର୍ ସିଆରସିସି ରାଜେନ୍ଦ୍ର କୁମାର ସେଠୀ, ଷଣ୍ଢମୂଳ କ୍ଲଷ୍ଟର୍ ସିଆରସିସି ରବିନ୍ଦ୍ର ନାଥ ମହାରଣା ଉପସ୍ଥିତ ଥିଲେ | ସମସ୍ତ ପରିଚାଳନା କମିଟି ସଦସ୍ୟ ଏବଂ ସମସ୍ତ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ | ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୧୬୦ ଜଣ ଛାତ୍ର ଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ ଓ ହଳେ ଯୋତା ବଣ୍ଟନ କରାଯାଇଥିଲା |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: