Advertisements
Tuesday, June 2, 2020
Home Education & Literacy କଲେଜ ଛାତ୍ରଛାତ୍ରୀ ଓ ଯୁବକ ସଂଘ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

କଲେଜ ଛାତ୍ରଛାତ୍ରୀ ଓ ଯୁବକ ସଂଘ ପକ୍ଷରୁ ସ୍ଵଛ ଭାରତ ଅଭିଯାନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ
ଲମତାପୁଟ(୦୨/୧୦): ଲମତାପୁଟରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ ବହାଦୁର ଶାସ୍ତ୍ରୀଙ୍କ ପୁଣ୍ୟ ଜନ୍ମ ତିଥି ଉପଲକ୍ଷେ ସ୍ଥାନୀୟ ଜୁନିଅର ଆମ୍ବେଦକର କଲେଜର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଯୁବକ ସଂଘର ସଦସ୍ୟ ମାନେ ଲମତାପୁଟ ସହରରେ ସଫେଇ କାର୍ଯ୍ୟକ୍ରମ କରି ଥିଲେ |

ସମସ୍ତ ଅଳିଆ ଆବର୍ଜନାକୁ ଗୋଟିଏ ଯାଗାରେ ସଂଗ୍ରହ କରି ଗାଡି ଲୋଡ଼ କରି ସହର ବାହାରେ ଫିଙ୍ଗିଥିଲେ | ସମସ୍ତ ଦୋକାନୀ ମାନଙ୍କୁ ଦୋକାନ ସମ୍ମୁଖରେ ଡଷ୍ଟବିନ କରି ଅଳିଆ ଆବର୍ଜନା ଫିଙ୍ଗିବା ପାଇଁ ସଚେତନ କରିଥିଲେ | ଯେଉଁ ମାନେ ନିୟମ ନ ମାନିବେ ସେମାନଙ୍କୁ ଅର୍ଥ ଦଣ୍ଡ ଜରିମନା କରାଯିବ କହିଥିଲେ | ଏହି ଅଭିଯାନ ଆଗକୁ ଜାରି ରହିବ ବୋଲି ସଂକଳ୍ପ ମଧ୍ୟ ନେଇଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: