Advertisements
Sunday, May 31, 2020
Home headline ବିଜେଡିର ଜନସମ୍ପର୍କ ପଦ ଯାତ୍ରା

ବିଜେଡିର ଜନସମ୍ପର୍କ ପଦ ଯାତ୍ରା

ରିପୋର୍ଟ: ତ୍ରିନାଥ ଧୁରୁଆ
ଝରୀଗାଁ(୦୪.୧୦.୨୦୧୯): ବିଜୁ ଜନତା ଦଳ ଗାନ୍ଧି ଜୟନ୍ତୀ ଦିନ ଠାରୁ ରାଜ୍ୟରେ ଜନସମ୍ପର୍କ ପଦ ଯାତ୍ରା ଆରମ୍ଭ ହୋଇଥିବା ବେଳେ ଆଜି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକରେ ସୋଣ୍ଡସା ଠାରୁ ଚିତାବେଡା ପର୍ଯ୍ୟନ୍ତ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଟିତ ହୋଇଯାଇଛି ।

ଏହି ଅନୁଷ୍ଟିତ ଜନସମ୍ପର୍କ ପଦଯାତ୍ରାରେ ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହ ସରକାରଙ୍କ ୫ଟି କାର୍ଯ୍ୟକ୍ରମ ସମ୍ପର୍କରେ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ସଭାପତି ଉଦୟ ନାଥ ନାୟକ, ସାଂସଦ ପ୍ରତିନିଧି ପ୍ରିୟରଞ୍ଜନ ଦାସ, ପ୍ରମଦ ପାଡ଼ି, ଜିଲ୍ଲା ପରିଷଦ ମହନ ନାୟକ ଯୋଗ ଦେଇଥିବା ବେଳେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସହ ବ୍ଲକର ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜିଲା ବିଜେଡି ସଭାପତି ଓ ହସ୍ତତନ୍ତ ମନ୍ତ୍ରୀଙ୍କ ସହ ପଟାଙ୍ଗି ଓ କୋରାପୁଟ,ଲୋଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ବନ୍ଧୁଗାଁ ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୨୭:୫:୨୦): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକ ଠାରେ ରହିଥିବା କରନା ଭାଇରସ ରୋଗ ବିଷୟରେ ଅଞ୍ଚଳରେ ତଦାରଖ ଓ ସମୀକ୍ଷା କରିବା...

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ...

ବୁକୁରାମୁଣ୍ଡା ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ...

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ...

Recent Comments

%d bloggers like this: