Advertisements
Sunday, May 31, 2020
Home Cultural & Festival ରାୟଗଡାରେ ବିଜୟା ଦଶମୀରେ ରାବଣ ପୋଡି ପାଳିତ

ରାୟଗଡାରେ ବିଜୟା ଦଶମୀରେ ରାବଣ ପୋଡି ପାଳିତ

ରିପୋର୍ଟ: ଗୋପୀନାଥ ଗୌଡ଼
ରାୟଗଡା(୦୯/୧୦): ବିଜୟା ଦଶମୀରେ ଗତକାଲି ରାୟଗଡା ଜିଲ୍ଲାର ବ୍ରାହ୍ମଣ ସାହି ଦୁର୍ଗା ପୂଜା କମିଟି ପକ୍ଷରୁ ରାବଣ ପୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ସପ୍ତଗିରି ଉଲ୍ଲାକା, ଅନୁସୂଚିତ ଜାତି ଓ ଜନଜାତି ବିକାଶ ଏବଂ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ଏସପି ଡ଼ଃ ସାର୍ବଣ ବିବେକ ଏମ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଶୁଭ ଉଦ୍ଘାଟନ କରିଥିଲେ । ୬୫ଫୁଟ ଉଚ୍ଚତାରେ ନିର୍ମିତ ରାବଣ ପ୍ରତିମୂର୍ତ୍ତିଙ୍କୁ ପୋଡି ଧ୍ୱଂସ କରାଯାଇଥିଲା । ନାନା ପ୍ରକାର ଆତସରେ ବାଜି ଗଗନ ମଣ୍ଡଳ କମ୍ପି ଉଠିଥିଲା | ଏହି ଦୃଶ୍ୟ ଦେଖିବାକୁ ୨୦ହଜାରରୁ ଉର୍ଦ୍ଧ ଦର୍ଶକଙ୍କ ଜନସମାଗମ ହୋଇଥିଲା । ଏହି କାର୍ୟକ୍ରମରେ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ସି ଆର ପି ଏଫ ଓ ରାୟଗଡା ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜିଲା ବିଜେଡି ସଭାପତି ଓ ହସ୍ତତନ୍ତ ମନ୍ତ୍ରୀଙ୍କ ସହ ପଟାଙ୍ଗି ଓ କୋରାପୁଟ,ଲୋଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିଧାୟକଙ୍କ ବନ୍ଧୁଗାଁ ଗସ୍ତ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୨୭:୫:୨୦): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକ ଠାରେ ରହିଥିବା କରନା ଭାଇରସ ରୋଗ ବିଷୟରେ ଅଞ୍ଚଳରେ ତଦାରଖ ଓ ସମୀକ୍ଷା କରିବା...

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ...

ବୁକୁରାମୁଣ୍ଡା ଠାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୩୦/୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ...

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ...

Recent Comments

%d bloggers like this: