Advertisements
Tuesday, July 14, 2020
Home headline ପଦ୍ମପୁର ମହୁଲପାଲି ଛକରେ ଦୁର୍ଘଟଣା

ପଦ୍ମପୁର ମହୁଲପାଲି ଛକରେ ଦୁର୍ଘଟଣା

ରିପୋର୍ଟ: ଡିଳେଶ୍ୱର ବାଗ
ପଦ୍ମପୁର(୧୬/୧୦): ବରଗଡ ଜିଲ୍ଲା ପଦ୍ମପୁର ମହୁଲପାଲି ଛକରେ ସନ୍ଧ୍ୟା ୫ଟା ସମୟରେ ଏକ ବାଇକ ଆରୋହି ମଦ୍ୟପାନ କରି ଗାଡ଼ି ଚଳାଉଥିବାରୁ ଭାରସାମ୍ୟ ହରାଇ ରାସ୍ତା କଡ ରେ ପଡି ଯାଇଥିଲେ।ତାଙ୍କ ମୁଣ୍ଡରେ ପ୍ରବଳ ରକ୍ତସ୍ରାବ ହେଉଥିଲା ।

ତାହା ଦେଖି ଆଖ ପାଖ ଲୋକମାନେ ୧୦୮କୁ ଯୋଗାଯୋଗ କରିଥିଲେ ହେଲେ ଯୋଗାଯୋଗ ହୋଇ ପାରିନଥିଲା | ପରେ ପଦ୍ମପୁର ଅଗ୍ନିସମ ବିଭାଗକୁ ଯୋଗାଯୋଗ କରିଥିଲେ । ଅଗ୍ନିସମ ବିଭାଗ ଆସି ତାକୁ ଉଦ୍ଧାର କରି ପଦ୍ମପୁର ଡାକ୍ତର ଖାନାକୁ ଆଣିଥିଲେ । ଆଉ ଚିକିତ୍ସା କରିଥିଲେ । ଆହତ ବ୍ୟକ୍ତି ଜଣକ ଜଟେସିରାର ବିଜୟ ପ୍ରଧାନ ବୋଳି ଜଣାପଡିଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମାହେଶ୍ୱରୀ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

ରିପୋର୍ଟ: ବିମଳେନ୍ଦୁ ସାହୁ //ଲୋଇସିଂହା(୧୪/୦୭): ଲୋଇସିଂହା ନିକଟସ୍ଥ କଲ୍ଳିପାଟ ଗ୍ରାମ ର ଶାନ୍ତି ପଧାନ ନାମକ ଜଣେ ଅସହାୟ ମହିଳାଙ୍କ ଛାତ ଖପର ଭାଙ୍ଗି ଯାଇ ପାଣି ଗଲୁଥିବାରୁ...

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ଵାରା କରୋନା ମୁକାବିଲା ପାଇଁ ସଚେତନ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୧୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମ ପଞ୍ଚାୟତ ର ମନେଇଗୁଡା ଗାଁରେ ଅଙ୍ଗନୱାଡ଼ି,ଏ...

Recent Comments

%d bloggers like this: