Advertisements
Monday, July 6, 2020
Home Cultural & Festival ବୈପାରୀଗୁଡାରେ "ପରବ ୨୦୧୯" ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ

ବୈପାରୀଗୁଡାରେ “ପରବ ୨୦୧୯” ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ

ରିପୋର୍ଟ: ଏନ ସନ୍ତୋଷ କୁମାର
ବୈପାରୀଗୁଡା(୧୮/୧୦): ବୈପାରୀଗୁଡା ପଞ୍ଚାୟତ ସମିତି ପକ୍ଷରୁ ଆଜି ମିଶନ ଶକ୍ତି ସଭା ଗୃହରେ “ପରବ ୨୦୧୯”ର ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି |

ଚଳିତ ବର୍ଷ ୨୦/୧୦/୨୦୧୯ତାରିଖ ଦିନ ଜିଲ୍ଲା ସ୍ତରୀୟ ପରବ ମଶାଲ ଡୁଡୁମା ଜଳପ୍ରପାତର ପାତାଳେଶ୍ୱରରୁ ଅଣାଯିବାର କାର୍ଯ୍ୟକ୍ରମ ଥିବା ବେଳେ ବୈପାରୀଗୁଡା ବ୍ଲକ ପକ୍ଷରୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ନିଷ୍ପତି ନେଇଛନ୍ତି | ସେହିପରି ବ୍ଲକ ସ୍ତରୀୟ ପରବ ୨୦୧୯କୁ କିପରି ଶାନ୍ତି ଶୃଙ୍ଖଳାରେ ପାଳନ କରାଯିବ ସେନେଇ ଆଲୋଚନା କରାଯାଇଛି | ଏନେଇ ବିଭିନ୍ନ କମିଟି ଗଠନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ବିଡ଼ିଓ ରଜନୀକାନ୍ତ ଦାସ, ଉପାଧ୍ୟକ୍ଷ ତିଲୋଚନ ଜେନା, ସମସ୍ତ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ,ସମସ୍ତ ବିଭାଗୀୟ କର୍ମଚାରୀ, ସ୍ବେଛାସେବୀ ଅନୁଷ୍ଠାନ, ସଂଗଠନ, ଏନଜିଓ, ବିଦ୍ୟାଳୟ ଓ କଲେଜ, ସମସ୍ତ ରାଜନୈତିକ ଦଳର କର୍ମକର୍ତା, ଗ୍ରାମର ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: