Advertisements
Thursday, July 16, 2020
Home Children Issue ଗୂଂଚିତରା￰ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଉତ୍ସବ

ଗୂଂଚିତରା￰ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଉତ୍ସବ

ରିପୋର୍ଟ: ଭଗବାନ ମହାନ୍ତି/ନିମାଇଁ ବଘାର
ମୁରିବାହାଲ(୨୧/୧୦): ମୁରିବାହାଲ ବ୍ଲକ ସିରୁଲ କ୍ଲଷ୍ଟର ଗୂଂଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୨୨ଜଣ ଛାତ୍ର ଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଛି |

ସରକାରଙ୍କ ତରଫରୁ ୨ହଳ ସ୍କୁଲ ଡ୍ରେସ,୨ହଳ ମୌଜା, ଏକ ହଳ ଜୋତା ବଣ୍ଟନ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ କାଶୀନାଥ ଭୋଇ, ସଭାପତି ଈଶ୍ୱର ଭାଟି, ସିଆରସିସି ଅନିଲ କୁମାର ବେହେରା, ୱାର୍ଡ ମେମ୍ବର ସୁରଥ ଘିବେଲା, ଧରିତ୍ରୀ ଭାଟି, କନକ ନାଗ ପ୍ରମୁଖ ଯୋଗଦେଇଥିଲେ | ପ୍ରଧାନ ଶିକ୍ଷୟତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତି, ସହକାରୀ ଶିକ୍ଷୟତ୍ରୀ ସଫଳା ମିଶ୍ର, ସୁନିତା ହରପାଳ, ପ୍ରିୟଦର୍ଶିନୀ ସ୍ୱାଇଁ, ଗୌରଚନ୍ଦ୍ର ଭୋଇ, ନୀଳମଣି ଦୀପ, ଜିତେନ୍ଦ୍ର ସୁନା ପ୍ରମୁଖ ଏଥିରେ ଯୋଗଦେଇଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: