Advertisements
Thursday, July 16, 2020
Home District News ଓଡିଶା ରାଜ୍ୟପାଳଙ୍କ ମାଲକାନଗିରି ଗସ୍ତ

ଓଡିଶା ରାଜ୍ୟପାଳଙ୍କ ମାଲକାନଗିରି ଗସ୍ତ

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଅସୀମ ବିଶ୍ୱାସ
ମାଲକାନଗିରି(୨୧/୧୦): ମାଲକାନଗିରି ଜିଲ୍ଲାର ସମସ୍ତ ଜନସାଧାରଣ ଗର୍ଵ ଓ ଗୌରବ ସହ ଆନନ୍ଦ ଉଲ୍ଲାସରେ ମାତି ଉଠିଛନ୍ତି | ମାନ୍ୟବର ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଷ ଲାଲ ଆଜି(ସୋମବାର) ମାଲକାନଗିରି ଜିଲ୍ଲା ଗ୍ରସ୍ତରେ ଆସିଥିଲେ । ପରେ ମୁଣ୍ଡାଗୁଡା ସ୍ଥିତ ଏକାଲବ୍ୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।

ଏବଂ ସେଠାରେ ବିଦ୍ୟାଳୟରେ ଏକ ଗଣେଷ ବିଗ୍ରହ ସ୍ଥାପନ କରିବା ସହ ବିଦ୍ୟାଳୟର ବିଭିନ୍ନ କକ୍ଷ ବୁଲିବା ସହ କମ୍ପ୍ୟୁଟର ଲ୍ୟାବ ମଧ୍ୟ ପରିଭ୍ରମଣ କରିଥିଲେ ତା ସହିତ ବିଦ୍ୟାଳୟରେ ଵୃକ୍ଷ ରୋପଣ କରିଥିଲେ । ସର୍ଵ ଶେଷରେ ବିଦ୍ୟାଳୟ ଦ୍ଵାରା ଆୟୋଜିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିଲେ । ତାପରେ ନିଜର ଅଭିଭାଷଣ ରଖିବା ସଙ୍ଗେ ସଙ୍ଗେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା ମଧ୍ୟ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳଙ୍କ ସହ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀଷ ଅଗ୍ରୱାଲ, ମାଲକାନଗିରି ବିଧାୟକ ଶ୍ରୀଯୁକ୍ତ ଆଦିତ୍ୟ ମାଡି ଏବଂ ଶ୍ରୀଯୁକ୍ତ ମାନସ ମାଡକାମୀ ମଧ୍ୟ ଉପସ୍ଥିତ ରହିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ-ଆଦିତ୍ୟ ବିର୍ଲା ପବ୍ଲିକ ସ୍କୁଲର ପରୀକ୍ଷାର୍ଥୀ ଶତପ୍ରତିଶତ କୃତକାର୍ଯ୍ୟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ରାଜ୍ୟ ସ୍ତରୀୟ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ l ଏହାସହିତ ଟିକିରି ଥାନାସ୍ଥିତ ଦୋରାଗୁଡ଼ାରେ ଅବସ୍ଥିତ...

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି...

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା...

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ...

Recent Comments

%d bloggers like this: