Advertisements
Monday, July 6, 2020
Home Government News ପର୍ଯ୍ୟଟନ, ସଂସ୍କୃତି ଓଡ଼ିଆ ଭାଷା ମନ୍ତ୍ରୀଙ୍କ ରାୟଗଡା ଗସ୍ତ

ପର୍ଯ୍ୟଟନ, ସଂସ୍କୃତି ଓଡ଼ିଆ ଭାଷା ମନ୍ତ୍ରୀଙ୍କ ରାୟଗଡା ଗସ୍ତ

ରିପୋର୍ଟ: ଗୋପୀନାଥ ଗୌଡ଼
ରାୟଗଡା(୨୩/୧୦): କୋରାପୁଟ ଗସ୍ତ ସାରି ଦିନିକିଆ ରାୟଗଡା ଗସ୍ତ କରିଛନ୍ତି ଓଡିଶା ପର୍ଯ୍ୟଟନ, ସଂସ୍କୃତି ଓଡ଼ିଆ ଭାଷା ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ।

ରାୟଗଡା ଗସ୍ତ ସମୟରେ ପ୍ରଥମେ ଭାକୁରୁଗୁଡା ସେବାଶ୍ରମ ପରେ ପରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଗସ୍ତ କରି ପିଲାଙ୍କ ସହ ମତ ବିନିମୟ କରିଛନ୍ତି। ଏହି ଅବସର ରେ ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ସହ ମନ୍ତ୍ରୀ ମଧ୍ୟାହ୍ନ ଭଜନ କରିଛନ୍ତି । ରାୟଗଡା ସହରରେ ଥିବା ପ୍ରେମ ପାହାଡ଼ ପରିଦର୍ଶନ କରି ତାହାର ଉନ୍ନତି ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ମନ୍ତ୍ରୀଙ୍କ ସହ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ପ୍ରେମ ପାହାଡ଼ ଗସ୍ତ କରିଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: