Advertisements
Monday, June 1, 2020
Home District News ବିଜେପୁର ଉପନିର୍ବାଚନରେ ରେକର୍ଡ କରି ବାଜିମାତ କଲେ ବିଜେଡିର ରିତା ସାହୁ

ବିଜେପୁର ଉପନିର୍ବାଚନରେ ରେକର୍ଡ କରି ବାଜିମାତ କଲେ ବିଜେଡିର ରିତା ସାହୁ

ବରଗଡ଼(ଓଡ଼ିଶା ନ୍ୟୁଜ୨୪): ଆଜି ବିଜେପୁର ଉପନିର୍ବାଚନ ଭୋଟ ଗଣତି ଶେଷ ହୋଇଛି । ରେକର୍ଡ ସହ ବିଜୟୀ ହେଲେ ବିଜେଡିର ରୀତା ସାହୁ ।

ରୀତା ମୋଟ ୧, ୩୫,୯୫୭ ଭୋଟ ପାଇଥିବା ବେଳେ ତାଙ୍କ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ବହୁ ପଛରେ ପଡ଼ି ଯାଇଛନ୍ତି । ବିଜେପିର ସନତ ଗଡ଼ତିଆଙ୍କୁ ୩୭, ୯୬୭ ଭୋଟ ମିଳିଥିବା ବେଳେ କଂଗ୍ରେସର ଦିଲୀପ ପଣ୍ଡା ପାଇଛନ୍ତି ମାତ୍ର ୫୮୭୬ ଭୋଟ । ମୋଟ ୯୭, ୯୯୦ ଭୋଟ ବ୍ୟବଧାନରେ ଜିତି ରୀତା ଗତ ନିର୍ବାଚନର ସର୍ବାଧିକ ବିଜୟ ବ୍ୟବଧାନକୁ ଟପି ରେକର୍ଡ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବି ଟପିଗଲେ ରୀତା । ବିଜେପୁରରୁ ନବୀନ ଗତ ଥର ୫୭, ୧୨୨ ଭୋଟରେ ଜିତିଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: